Latest Odisha News

BREAKING NEWS

Browsing Tag

Ganjam District Administration

ଟିକା ନେଇ ନଥିଲେ ଗଞ୍ଜାମ ଜିଲ୍ଲାରେ ଦୋକାନ ଖୋଲିବା ମନା

ବ୍ରହ୍ମପୁର: କରୋନା ମହାମାରୀ ବିରୋଧୀ ଲଢ଼େଇରେ ଲକଡାଉନ୍, ସଟଡାଉନ୍ ହେଉଛି ଟିକାକରଣ ସବୁବେଳେ ମୁକାବିଲାରେ କିଛି ନା କିଛି ନୂଆ କରିଥାଏ ଗଞ୍ଜାମ ଜିଲ୍ଲା ପ୍ରଶାସନ । ଏବେ ଟିକାକରଣକୁ ଗୁରୁତ୍ୱ ଦେଇ ଅଭିନବ ନିଷ୍ପତ୍ତି ନେଇଛନ୍ତି ଜିଲ୍ଲାପାଳ । ତାଲାବନ୍ଦ କଟକଣା ଭିତରେ ଯେତିକି ବ୍ୟବସାୟିକ…

ଗଞ୍ଜାମରେ ବାହାଘର ପୂର୍ବରୁ ପରିବାର ଲୋକଙ୍କ କୋଭିଡ୍ ଟେଷ୍ଟ, ପଜିଟିଭ୍ ଆସିଲେ ଅନୁମତି ନାହିଁ

ଗଞ୍ଜାମ: କରୋନାର ସେକେଣ୍ଡ ଓ୍ୱେଭ ଦ୍ରୁତ ମାଡୁଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବା ବେଳେ କଟକଣା ଅଧିକ କଡ଼ାକଡ଼ି ହେଲାଣି । ଏଣିକି ଗଞ୍ଜାମ ଜିଲ୍ଲାରେ ବାହାଘର ଆୟୋଜନ ନେଇ ନୂଆ ନିୟମ କରିଛି ପ୍ରଶାସନ । ବିବାହ ପୂର୍ବରୁ ପରିବାର ଲୋକଙ୍କ କୋଭିଡ୍ ଟେଷ୍ଟ ହେବ । ସମସ୍ତଙ୍କର…

କଡ଼ା ହେଲା କଟକଣା: ଗଞ୍ଜାମ ଜିଲ୍ଲାରେ ବାହାଘରରେ ୧୦୦ ଲୋକଙ୍କୁ ଅନୁମତି

ବ୍ରହ୍ମପୁର: ରାଜ୍ୟରେ ଏବେ ସଂକ୍ରମଣ ବଢୁଛି । ଏହାକୁ ଦୃଷ୍ଟିରେ ରଖି କଟକଣା ବି କଡ଼ାକଡ଼ି ହେଲାଣି । ଗଞ୍ଜାମ ଜିଲ୍ଲାରେ ଏଣିକି ବାହାଘରରେ ସର୍ବାଧିକ ଶହେ ଲୋକ ସାମିଲ ହେବେ । କୋଭ୍ଡି ନେଇ ନୂଆ ମାର୍ଗଦର୍ଶିକା ଜାରି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ନୂଆ ଗାଇଡଲାଇନ୍ ଅନୁସାରେ, ବିବାହ…

ଚଳିତ ମାସରେ ବନ୍ଦ ହେବ ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟକ୍ଷମ ଟାଟା କୋଭିଡ୍ ହସ୍ପିଟାଲ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ଶୀତଳାପଲ୍ଲୀରେ ଥିବା ଟାଟା କୋଭିଡ୍ ହସ୍ପିଟାଲକୁ ବନ୍ଦ କରିବା ପାଇଁ ନିଷ୍ପତ୍ତି ନେଇଛି ଗଞ୍ଜାମ ଜିଲ୍ଲା ପ୍ରଶାସନ । ଚଳିତ ମାସ ଶେଷ ସୁଦ୍ଧା ଏହା ବନ୍ଦ ହେବ ।…

ବ୍ରହ୍ମପୁର MKCG ମେଡିକାଲର OPD ବନ୍ଦ

ବ୍ରହ୍ମପୁର: ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରରେ ଓପିଡି ବନ୍ଦ । ଜିଲ୍ଲାରେ କରୋନା ସଂକ୍ରମଣ ବଢୁଥିବାରୁ ଓ ଜନସ୍ୱାର୍ଥକୁ ଦୃଷ୍ଟିରେ ରଖିଏଭଳି ପଦକ୍ଷେପ ନେଇଛି ପ୍ରଶସାନ । ଟ୍ୱିଟ୍ କରି ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ହସ୍ପିଟାଲ ପରିସରରେ ପ୍ରବେଶ…