ମଦ ପିଇବାକୁ ଟଙ୍କା ଦେଲେନି ବାପା, ଛୁରୀ ଭୁସି ମାରିଦେଲା ପୁଅ
କବିସୂର୍ଯ୍ୟନଗର(ଗଞ୍ଜାମ): ମଦ ପିଇବା ପାଇଁ ବାପା ଟଙ୍କା ଦେଲେନି । ପୁଅ ମୁଣ୍ଡକୁ ପିତ୍ତ ଚଢ଼ିଲା । ବାପାଙ୍କୁ ଛୁରୀ ଭୁସି ହତ୍ୟା କରିଛି କୁଳାଙ୍ଗାର ପୁଅ । ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ମହାଛାଇ ଗାଁରେ ଘଟିଛି ଏହି ଅଭାବନୀୟ ଘଟଣା । ମୃତକ ହେଲେ ଗାଁର କରୁଣାକର ସାହୁ ।…