କରୋନାରେ ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷଙ୍କ ମୃତ୍ୟୁ
ଗଞ୍ଜାମ: କରୋନାରେ ଗଂଜାମ ଜିଲ୍ଲା ଧରାକୋଟ ବ୍ଲକ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ସେ ଗତ କିଛି ଦିନ ହେବ କରୋନାରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ।
ଉପାଧ୍ୟକ୍ଷଙ୍କ ସମେତ କରୋନା ମହାମାରୀରେ ୩ ଜଣଙ୍କ ଜୀବନ ଯାଇଥିବା ନେଇ ଖବର ସାମ୍ନାକୁ ଆସିଛି ।…