ବିମାନ ଯୋଗେ ଆସାମରୁ ଫେରିଲେ ୭୦ ପ୍ରବାସୀ ଶ୍ରମିକ
ବୁଗୁଡା: ଗଞ୍ଜାମ ଜିଲ୍ଲାର ୭୦ ଶ୍ରମିକ ଆସାମରେ ଫସି ରହିଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସ୍ୱତନ୍ତ୍ର ବିମାନ ଯୋଗେ ଜୁନ ୩ ତାରିଖ ରାତ୍ରରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।
ଗଞ୍ଜାମ ଜିଲ୍ଲାର ୭୦ ଜଣ ଶ୍ରମିକ ଆସାମରେ ଫସି ରହିଥିବା ଖବର ପୋଲସରା…