Latest Odisha News

BREAKING NEWS

Browsing Tag

Ganjam

ଶାଶ୍ୱତ ପ୍ରେମର ନିଚ୍ଛକ ପ୍ରତିଛବି; ଗଞ୍ଜାମ ଜିଲ୍ଲାର ନରସିଂହ

କବିସୂର୍ଯ୍ୟନଗର: କୁହାଯାଏ ପ୍ରେମ ସର୍ବଦା ଶାଶ୍ୱତ ଓ ଚିରନ୍ତନ । ଏହି ଉକ୍ତିକୁ ଯର୍ଥାର୍ଥତା ପ୍ରଦାନ କରିଛନ୍ତି ଗଞ୍ଜାମ ଜିଲ୍ଲାର ନରସିଂହ ଦଳାଇ । ପ୍ରେମର ପ୍ରତୀକ ଭାବେ ଶାହାଜାହାନ ପତ୍ନୀ ମମତାଜଙ୍କ ସ୍ମୃତିରେ ତାଜମହଲ ଗଢିଥିବା ବେଳେ ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ବ୍ଲକ୍…

ଜଳିଗଲା ୩୦ରୁ ଅଧିକ ଘର; ବହୁ ସମ୍ପତ୍ତି ନଷ୍ଟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଲକ୍ ଅନ୍ତର୍ଗତ ସୁନାଥର ଗ୍ରାମସ୍ଥିତ ନୂଆସାହିରେ ସୋମବାର ଭୋର୍ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏହି ଘଟଣାରେ ପାଖାପାଖି ୩୦ରୁ ଅଧିକ ଘର ଜଳି ଧୂଳିସାତ ହୋଇପଡିଛି । ଗଣମାଧ୍ୟମରେ ପ୍ରକାଶିତ ରିପୋର୍ଟ ଅନୁଯାୟୀ ଗତକାଲି ବିଳମ୍ବିତ…

ଗଞ୍ଜାମରେ ୨ୟ ଦିନ ଲାଗି ଗଡୁନି ଘରୋଇ ବସ୍, ଯାତ୍ରୀ ହନ୍ତସନ୍ତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଘରୋଇ ବସ୍ ଗୁଡିକର ଆନ୍ଦୋଳନ ଦ୍ୱିତୀୟ ଦିନ ବି ଜାରି ରହିଛି । ଫଳରେ ବସ୍ ଚଳାଚଳ ନ କରିବାରୁ ଯାତ୍ରୀମାନେ ହନ୍ତସନ୍ତ ହେଉଛନ୍ତି । ପ୍ରାପ୍ତସୂଚନାନୁଯାୟୀ ବ୍ରହ୍ମପୁର ସ୍ଥିତ ହଳଦିଆପଦର ବସ୍ ଟର୍ମିନାଲରୁ ବସ୍ ଚଳାଚଳକୁ ବିରୋଧ କରି ଘରୋଇ ବସ୍ ମାଲିକ…

ଗଞ୍ଜାମରେ ଯୁବକଙ୍କୁ ପିଟି ପିଟି ମାରିଦେଲେ ଦୁର୍ବୃତ୍ତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ୍ ଅଞ୍ଚଳରେ ଗୁରୁବାର ବିଳମ୍ବିତ ରାତିରେ କେହି ଦୁବୃର୍ତ୍ତ ଜଣେ ଯୁବକଙ୍କୁ ବିଚ୍ ରାସ୍ତାରେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଜଣକ ସ୍ଥାନୀୟ ରାମଚନ୍ଦ୍ରପୁର ଗ୍ରାମର ଶଙ୍କର ପାହାନ । ପ୍ରାପ୍ତ ସୂଚନାନୁଯାୟୀ ଗତକାଲି ବିଳମ୍ବିତ ରାତିରେ ଶଙ୍କର…

ଗଞ୍ଜାମରେ ଏନକାଉଣ୍ଟର: ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧି ଆହତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଆସ୍କା ଥାନା ଅନ୍ତର୍ଗତ ପାଣ୍ଡିଆ ନିକଟରେ ପୋଲିସ ଏନକାଉଣ୍ଟରରେ ଜଣେ କୁଖ୍ୟାତ ଅପରାଧି ଆହତ ହୋଇଥିବାର ସୂଚନା ମିଳିଛି। କୁଖ୍ୟାତ ଅପରାଧି ଜଣକ ଟିଙ୍ଗିରି ଦୋରା ବୋଲି ଜଣାପଡ଼ିଛି । ତାକୁ ଧରିବାକୁ ଗଲାବେଳେ ସେ ପୋଲିସ ଉପରକୁ ଆଖିବୁଜା ଗୁଳିଚାଳନା…

ବ୍ରହ୍ମପୁରରେ ଦୋକାନୀ ମାଲିକଙ୍କୁ ଗୁଳିମାଡ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ସିଙ୍ଗିପୁର ଗ୍ରାମ ନିକଟରେ ଜଣେ ଦୋକାନୀଙ୍କ ଉପରକୁ କେହି ବ୍ୟକ୍ତି ଗୁଳିମାଡ କରିଛି । ଉକ୍ତ ଦୋକାନୀଙ୍କ ନାମ ସୁଶାନ୍ତ ପାତ୍ର ବୋଲି ଜଣାପଡିଛି । ପ୍ରାପ୍ତ ସୂଚନାନୁଯାୟୀ ସ୍ଥାନୀୟ ଅଞ୍ଚଳରେ ସୁଶାନ୍ତଙ୍କର ଏକ ତେଜରାତି ଦୋକାନୀ…

ଗଞ୍ଜାମରେ ଜୁଆ ଆଡ୍ଡା ଉପରେ ଚଢାଉ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରର ବିଭିନ୍ନ ଜୁଆ ଆଡାରେ ଗତକାଲି ପୋଲିସ ଚଢାଉ କରିବା ସହିତ ପାଖାପଖି ୯୫ଜଣଙ୍କୁ ଗିରଫ କରିଛି । ଏହାବ୍ୟତିତ ସେମାନଙ୍କ ବିରୋଧରେ ୧୪ ମାମଲା ରୁଜୁ କରାଯାଇଛି । ପୋଲିସ ପକ୍ଷରୁ ମିଳିଥିବା ସୂଚନାନୁଯାୟୀ ଏହି ଚଢାଉ ବେଳେ ବ୍ରହ୍ମପୁରରୁ କେବଳ ୬୮ ଜଣ…

ଗଞ୍ଜାମରେ ପୁଣି ଏନକାଉଣ୍ଟର, କୁଖ୍ୟାତ ଅପରାଧୀ ଆହତ

ଭଞ୍ଜନଗର: ଗଞ୍ଜାମ ଜିଲ୍ଲାରେ ଗୋଟିଏ ଦିନ ପୂର୍ବରୁ ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ସୁଶାନ୍ତ ବେହେରା ଆହତ ହୋଇଥିବା ବେଳେ ରବିବାର ଦିନ ଅନ୍ୟଜଣେ ଦୁର୍ଦ୍ଦାନ୍ତ ଅପରାଧୀକୁ ପୋଲିସ୍ ଧରିବାରେ ସଫଳ ହୋଇଛି । ଆହତ ଅପରାଧୀ ଜଣକ ପ୍ରମୋଦ ବାରିକ (୨୯) ବୋଲି ଜଣାପଡିଛି । ଏହି ଏନକାଉଣ୍ଟରରେ…

ପ୍ରବଳ ବର୍ଷାରେ ସ୍ଥିତି ବେହାଲ, ଗଞ୍ଜାମ ଓ କନ୍ଧମାଳରେ ସବୁ ସ୍କୁଲ ବନ୍ଦ

ଗଞ୍ଜାମ: ଗଞ୍ଜାମରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଶୁକ୍ରବାର ଦିନ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ସ୍ଥାନୀୟ ପ୍ରଶାସନ । ଏପରିକି ସବୁ ଅଙ୍ଗନବାଡି କେନ୍ଦ୍ର ଗୁଡିକ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ମିଳିଛି । ମିଳିଥିବା ସୂଚନାନୁଯାୟୀ ବିଦ୍ୟାଳୟଗୁଡିକ ବନ୍ଦ…

ବନ୍ଦ କୋଠରୀରୁ ଉଦ୍ଧାର ହେଲା ଅଧ୍ୟାପକଙ୍କ ଗଳିତ ମୃତ ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ମାଣିକନଗର ଅଞ୍ଚଳର ଏକ ବନ୍ଦ କୋଠରୀରୁ ଗୁରୁବାର ଦିନ ପୋଲିସ ଏକ କଲେଜ ଅଧ୍ୟାପକଙ୍କ ଗଳିତ ମୃତଦେହ ଉଦ୍ଧାର କରିଛି । ମୃତକ ଜଣଙ୍କ ଭଦ୍ରକ ଜିଲ୍ଲାର ରାଜେନ୍ଦ୍ର ଭୂଇଁଆ ବୋଲି ଜଣାପଡିଛି । ମୃତ ରାଜେନ୍ଦ୍ର ସ୍ଥାନୀୟ ଏକ କଲେଜରେ ଯୁକ୍ତ ଦୁଇ ବିଜ୍ଞାନର ଫିଜିକ୍ସ…