Latest Odisha News

BREAKING NEWS

Browsing Tag

Ganjam

ଟଙ୍କା ଚୋରି କରି ନପାରିବାରୁ ATM କାଚ ଭାଙ୍ଗିଦେଲେ ଦୁର୍ବୃତ୍ତ

ବ୍ରହ୍ମପୁର: ଏଟିଏମରୁ ଟଙ୍କା ଚୋରି କରିବାକୁ ଆସିଥିଲେ ଦୁର୍ବୃତ୍ତ । ଆଉ ଟଙ୍କା ଚୋରି ନକରି ପାରି ଔଷଧ ବିକଳରେ ତାଟିଆ କାମୁଡ଼ିବା ଭଳି ଏଟିଏମ୍ କାଚ ଭାଙ୍ଗି ଦେଇଛନ୍ତି । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ଆସିକା ସହର ଚିନି ଫ୍ୟାକ୍ଟ୍ରି ଛକରେ ଥିବା ଷ୍ଟେଟ୍‌ ବ୍ୟାଙ୍କ ଏଟିଏମରେ ।…

୮ ଫୁଟର ଅଜଗର ସାପ ଉଦ୍ଧାର

ବ୍ରହ୍ମପୁର: ବ୍ରହ୍ମପୁର ସହର ଉପକଣ୍ଠ ହିଞ୍ଜଳାପଲ୍ଲୀରୁ ଏକ ୮ ଫୁଟର ଅଜଗର ସାପକୁ ଉଦ୍ଧାର କରିଛନ୍ତି ସ୍ନେକ୍ ହେଲ୍ପ ଲାଇନର କର୍ମକର୍ତ୍ତା । ମଙ୍ଗଳବାର ବିଳମ୍ବିତ ରାତିରେ ବ୍ରହ୍ମପୁର ବନାଞ୍ଚଳ ହିଞ୍ଜଳାପଲ୍ଲୀ ବାଉରି ସାହିର ଏକ ପରିତ୍ୟକ୍ତ ଘର ନିକଟରୁ ସାହି ମଧ୍ୟକୁ ଏକ ଅଜଗର ସାପ ପଶି…

ମଳଦ୍ଵାର ପଟେ ଗ୍ଲାସ୍ ପୁରାଇବା ଘଟଣା; ମାନବାଧିକାର କମିଶନରେ ଅଭିଯୋଗ ପରେ ତନାଘନା

ବ୍ରହ୍ମପୁର: ଗଞ୍ଜାମ ଜିଲାର ବୁଗୁଡ଼ା ବ୍ଲକର ବାଲିପଦର ଗ୍ରାମର କୃଷ୍ଣ ରାଉତଙ୍କ ମଳଦ୍ଵାର ପଟେ ଗ୍ଲାସ୍ ପୂରାଇବା ଘଟଣାରେ ନୂଆ ମୋଡ଼ ଆସିଛି। ଅସ୍ତ୍ରୋପଚାର କରାଯାଇ ପେଟରୁ ଗ୍ଲାସ କଢ଼ାଯାଇଛି ଏବଂ ବ୍ୟକ୍ତି ଜଣକ ସୁସ୍ଥ ଥିବା ଜଣାପଡ଼ିଛି । ତେବେ ଘଟଣା ପଦାକୁ ଆସିବା ବେଳେ ଏଭଳି ଅମାନବୀୟ…

ରାସ୍ତା କଡ଼ରେ ମଳ ତ୍ୟାଗ କରୁଥିବା ବ୍ୟକ୍ତିଙ୍କୁ ଗୋଲାପ ଦେଉଛି ଆସ୍କା ଏନଏସି

ବ୍ରହ୍ମପୁର: ନିଜ ଅଞ୍ଚଳକୁ ସ୍ବଚ୍ଛ ଓ ସୁନ୍ଦର ରଖିବା ପାଇଁ ସରକାରୀ ଅଧିକାରୀମାନେ ଅନେକ ପ୍ରକାରର ପଦକ୍ଷେପ ନେଇଥାନ୍ତି। କିନ୍ତୁ ଗଞ୍ଜାମ ଜିଲା ଆସିକା ବିଜ୍ଞପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ର କାର୍ଯ୍ୟନିର୍ବାହୀ ଅଧିକାରୀ(ଇଓ)ଙ୍କ ଉଦ୍ୟମକୁ ନେଇ ଏବେ ସବୁଆଡ଼େ ଚର୍ଚ୍ଚା। ରାସ୍ତା କଡ଼ରେ ମଳ…

ହିଞ୍ଜିଳିରେ ଜୁଆ ଆଡ୍ଡା ଉପରେ ଚଢାଉ, ୧୫ ଗିରଫ

ବ୍ରହ୍ମପୁର:ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ଅନ୍ତର୍ଗତ ସାରୁ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଧରିଛି ପୋଲିସ। ଚଢାଉ କରି ୧୫ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହିତ ୧ ଲକ୍ଷ ୫୩ ହଜାର ଟଙ୍କା ଏବଂ ୧୮ଟି ଦାମୀ ମୋବାଇଲ ଫୋନ ଜବତ କରାଯାଇଛି। ସୂଚନା ଅନୁଯାୟୀ, ଶନିବାର ରାତିରେ ସାରୁ ଗ୍ରାମରେ ଏକ…

ବେଗୁନିଆପଡ଼ା ବ୍ଲକ କନିଷ୍ଠ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

ବ୍ରହ୍ମପୁର: ଗଞ୍ଜାମ ଜିଲାର ବେଗୁନିଆପଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ସୁଧାଂଶୁ ଶେଖର ମଲ୍ଲିକଙ୍କୁ ଧରିଛି ବ୍ରହ୍ମପୁର ଭିଜିଲାନ୍ସ। 'ମୋ ଗୁହାଳ'ର ବିଲ୍ କରାଇଦେବା ପାଇଁ ଜଣଙ୍କ ଠାରୁ ୭ ହାଜର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସରେ ଧରା ପଡିଛନ୍ତି। ସେ ଏହି ବ୍ଲକର ବୁରୁଝୁରୀ…

ବୁଲିବାକୁ ଆସି ଫେରିବା ବେଳେ କାର୍ ଦୁର୍ଘଟଣାଗ୍ରସ୍ତ, ଜଣେ କଲେଜ ଛାତ୍ର ମୃତ

ବ୍ରହ୍ମପୁର: ବୁଲିବାକୁ ଆସି ଫେରିବା ବେଳେ ଅଘଟଣ । କାର୍ ଦୁର୍ଘଟଣାଗ୍ରସ୍ତ ହୋଇ ଚାଲିଗଲା ଜଣେ କଲେଜ ଛାତ୍ରଙ୍କ ଜୀବନ । ଦୁର୍ଘଟଣାରେ ଅନ୍ୟ ୫ ଜଣ ଛାତ୍ର ଆହତ ହୋଇଥିବା ବେଳେ ସେମାନଙ୍କୁ ଛତ୍ରପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ୧୬ ନମ୍ବର ଜାତୀୟ ରାଜପଥର ଗଞ୍ଜାମ ଅଗସ୍ତି ନୂଆଗାଁ ଛକ…

ଗ୍ରାମ୍ୟ ଉନ୍ନୟନ ସଚିବଙ୍କ ଗଞ୍ଜାମ ଗସ୍ତ; ଋଷିକୂଲ୍ୟା ବ୍ରିଜ ଫେବୃଆରୀ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ଗ୍ରାମ୍ଯ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଆଜି ଗଞ୍ଜାମ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କହିଛନ୍ତି। ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଁ ତାରାତାରିଣୀଙ୍କ ମନ୍ଦିର ବୁଲି ଦେଖିଛନ୍ତି । ସଞ୍ଜୟ…

ଛତ୍ରପୁରରେ ଡିଭାଇଡରକୁ ପିଟିଲା ବାଇକ୍; ଦୁଇ ମୃତ

ବ୍ରହ୍ମପୁର: ୧୬ ନମ୍ବର ଜାତୀୟ ରାଜପଥର ଗଞ୍ଜାମ ଜିଲା ଛତ୍ରପୁର ସହର ପାଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି ।ଗୁରୁବାର ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ ବ୍ରହ୍ମପୁର ବ୍ରହ୍ମା ନଗରର ସୁମନ ଦାସ ଓ ହିଞ୍ଜିଳି କଞ୍ଚୁଡୁର ଦଣ୍ଡ ପାଳ। ରାସ୍ତାରେ ମଝି…

ବ୍ରହ୍ମପୁରରେ ଜବତ ହେଲା ବିପୁଳ ପରିମାଣର ନକଲି ଗୁଟ୍‌ଖା

ବ୍ରହ୍ମପୁର: ବାରମ୍ବାର ଚଢ଼ଉ ଏବଂ କାର୍ଯ୍ୟାନୁଷ୍ଠାନ ସତ୍ତ୍ୱେ ବ୍ରହ୍ମପୁର ସହରରୁ ଗୋଟିଏ ପରେ ଗୋଟିଏ ନକଲି ଗୁଟ୍‌ଖା କାରଖାନା ଠାବ ହେବାରେ ଲାଗିଛି । ମଙ୍ଗଳବାର ରାତିରେ ଏଭଳି ଏକ କାରଖାନା ଉପରେ ଚଢ଼ଉ କରାଯାଇଥିଲା । ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲୋଚାପଡା ଶ୍ରୀମା ନଗରରୁ ଗୁଟଖା…