Latest Odisha News

BREAKING NEWS

Browsing Tag

Ganjam

ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍‌

ବ୍ରହ୍ମପୁର: ଭାରତୀୟ ପାଣିପାଗ ବିଭାଗ ଆକଳନ ଅନୁଯାୟୀ ଗଞ୍ଜାମ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବର୍ଷା ପରବର୍ତ୍ତି ସ୍ଥିତିରେ ବନ୍ୟା ପରିସ୍ଥିତି ଦେଖା ଦେବା ନେଇ ଆକଳନ କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାପାଳ ଦିବ୍ୟ ଜ୍ୟୋତି ପରିଡା ଜିଲାର…

ପ୍ରେମିକର ଘର ଆଗରେ ପ୍ରେମିକାଙ୍କ ଧାରଣା

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ପୁଣି ଥରେ ପ୍ରେମ ଓ ପ୍ରତାରଣାର ଅଭିଯୋଗ ଆସିଛି । ପ୍ରେମିକଙ୍କ ଘର ଆଗରେ ଧାରଣା ଦେଇଛନ୍ତି ପ୍ରେମିକା । ଘଟଣା ହେଲା, ରାମଗିରି ଗ୍ରାମର ଶିବ ପ୍ରଧାନ କାମ ସନ୍ଧାନରେ ଗୁଜରାଟର ସୁରତକୁ ଯାଇଥିଲେ । ସେଠାରେ ଖଲିକୋଟ ଥାନା ସଚ୍ଛିନା ଗ୍ରାମର ଯୁବତୀ ଜଣକ ମଧ୍ୟ…

କବିସୂର୍ଯ୍ୟନଗରରୁ ଅପହରଣ, ପାଟପୁରରୁ ମିଳିଲା ଅର୍ଦ୍ଧଦଗ୍ଧ ଶବ

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଅଞ୍ଚଳରୁ ଅପହରଣ ହୋଇଥିବା ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ଶବ ପାଟପୁର ଥାନା ଝରଣ ଗ୍ରାମ ନିକଟସ୍ଥ କାଜୁ ଜଙ୍ଗଲରୁ ମିଳିବା ଘଟଣା ସାରା ଜିଲାରେ ଆଲୋଡ଼ନ ଖେଳାଇ ଦେଇଛି। ଅପହରଣ ପରେ ହତ୍ୟା ଏବଂ ହତ୍ୟା ପ୍ରମାଣକୁ ଲୁଚାଇବା ପାଇଁ ଶବକୁ ଜାଳି ଦିଆଯାଇଥିବା…

ମାଟି ତଳୁ ବୃଦ୍ଧଙ୍କ ମୃତଦେହ ଜବତ କଲା ପୋଲିସ; ଗୁଣି ଗାରେଡ଼ି ସନ୍ଦେହ

ବ୍ରହ୍ମପୁର: ଗଞ୍ଜାମ ଜିଲା ଶେରଗଡ଼ ଥାନା ଅନ୍ତର୍ଗତ ବନ୍ଧାଗୁଡ଼ା ଗ୍ରାମର ତ୍ରିନାଥ ପାତ୍ରଙ୍କ ଶବକୁ ମାଟି ତଳୁ ଜବତ କରିଛି ଶେରଗଡ଼ ଥାନା ପୋଲିସ । ତ୍ରିନାଥ ନିଖୋଜ ହୋଇଥିବା ନେଇ ତାଙ୍କ ଭାଇ ଚନ୍ଦ୍ରୁ ପାତ୍ର ଶେରଗଡ଼ ଥାନାରେ ଏତଲା ଦେଇଥିଲେ। ପୋଲିସ ତଦନ୍ତ ବେଳେ ଅନନ୍ତନଗର ତୋଟାରେ…

ଗଞ୍ଜାମ ନକଲି ବିଦେଶୀ ମଦ ଫ୍ୟାକ୍ଟ୍ରିରେ ଚଢ଼ଉ; ଦୁଇ ଗିରଫ

ବ୍ରହ୍ମପୁର: ଅବକାରୀ ବିଭାଗ ପକ୍ଷରୁ ରାଳବ ଗ୍ରାମରେ ଚାଲିଥିବା ଏକ ନକଲି ବିଦେଶୀ ମଦ ପ୍ରସ୍ତୁତ କାରଖାନାରେ ଚଢଉ କରାଯାଇଛି । ସେଠାରୁ ବିପୁଳ ପରିମାଣର ନକଲି ମଦ ଓ କଞ୍ଚାମାଲ ଜବତ କରାଯାଇଛି । ନକଲି ମଦ ପ୍ରସ୍ତୁତି ଓ ଚାଲାଣ କରୁଥିବା ଦୁଇ ଅଭିଯୁକ୍ତଙ୍କୁ ବିଭାଗ ପକ୍ଷରୁ ଗିରଫ କରାଯାଇଛି ।…

ପରୀକ୍ଷା ଫଳ ଦେଖିବା ପୂର୍ବରୁ ନିଆଁରେ ପୋଡ଼ିଗଲେ ଦଶମ ଶ୍ରେଣୀ ଛାତ୍ରୀ

ବ୍ରହ୍ମପୁର: ଦିଗପହଣ୍ଡି ସହରରେ ଜଣେ ଦଶମ ଶ୍ରେଣୀ ଛାତ୍ର ନିଆଁରେ ପୋଡ଼ିଯାଇ ମୃତ୍ୟୁବରଣ କରିଛନ୍ତି । ବୁଧବାର ଦଶମ ଶ୍ରେଣୀ ପରୀକ୍ଷା ଫଳ ବାହାରିଥିବା ବେଳେ ସେ ନିଜ ମାର୍କ ଦେଖିବା ପୂର୍ବରୁ ଆଖି ବୁଜିଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦିଗପହଣ୍ଡି ରାଣୀ ସାହିର କାଳିଆ ଜେନାଙ୍କ ଝିଅ…

ଗଞ୍ଜାମରେ କରୋନା ମୁକାବିଲା ପାଇଁ ଫିଭର କ୍ଲିନିକ; ମାସ୍କ ବ୍ୟବହାର ପାଇଁ ଜିଲାପାଳଙ୍କ ନିର୍ଦ୍ଦେଶ

ବ୍ରହ୍ମପୁର: ରାଜ୍ୟର କେତେକ ଅଞ୍ଚଳରେ ପୁଣି ଥରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ଏହାର ପ୍ରଭାବ ଦେଖା ଦେଇନାହିଁ। ତଥାପି ଆଗୁଆ ପ୍ରସ୍ତୁତ ହୋଇଯାଇଛି ଗଞ୍ଜାମ ଜିଲା ପ୍ରଶାସନ। ମାସ୍କ ପିନ୍ଧିବା ସହିତ କରୋନା ମୁକାବିଲା ପାଇଁ ମାର୍ଗଦର୍ଶିକା ଜାରି…

ଗଞ୍ଜାମବାସୀଙ୍କ ସ୍ୱାସ୍ଥ୍ୟଗତ ତଥ୍ୟର ହେବ ଡିଜିଟାଲ ଡାଟାବେସ୍‌

ବ୍ରହ୍ମପୁର: ସ୍ୱାସ୍ଥ୍ୟ ବିଭାଗ ତରଫରୁ ଗଞ୍ଜାମ ଜିଲା ବ୍ୟାପି ଘରକୁ ଘର ବୁଲି ପ୍ରତ୍ୟୋକ ପରିବାରର ସଦସ୍ୟଙ୍କ ସ୍ୱାସ୍ଥ୍ୟଗତ ତଥ୍ୟ ସଂଗ୍ରହ କରାଯାଇ ଡିଜିଟାଲ ଡାଟାବେସ୍ ପ୍ରସ୍ତୁତ ହେବ। ଉକ୍ତ ଡାଟାବେସ୍ ତଥ୍ୟକୁ ଆଧାର କରି ଚିକିତ୍ସା ପଦ୍ଧତିର ମାର୍ଗ ନିରୂପଣ କରାଯିବ । ଫଳରେ ଲୋକଙ୍କ…

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ: ୨୨ ବର୍ଷ ବିଚାର ପରେ ତିନି ବର୍ଷ ଜେଲ୍

ବ୍ରହ୍ମପୁର: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଗଞ୍ଜାମ ଜିଲା ଆସିକା ଯୋଗାଣ ନିରୀକ୍ଷକ ପ୍ରକାଶ ଚନ୍ଦ୍ର ପାତ୍ରଙ୍କୁ ୩ ବର୍ଷ କାରା ଦଣ୍ଡାଦେଶ ହୋଇଛି। ବ୍ରହ୍ମପୁର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତର ବିଚାରପତି ଲୁନା ମହାନ୍ତି ଦୀର୍ଘ ବର୍ଷ ଧରି ଚାଲୁ ରହିଥିବା ଏହି ମାମଲାର…

ସମୁଦ୍ରରେ ଲୀନ ହେବ ଆର୍ଯ୍ୟପଲ୍ଲୀ ସାମୁଦ୍ରିକ ଥାନା!

ବ୍ରହ୍ମପୁର : ଜଳବାୟୁ ପରିବର୍ତ୍ତନ ଯୋଗୁ ଗଞ୍ଜାମ ଉପକୂଳରେ ସମୁଦ୍ର କୂଳ ଲଂଘିବାରେ ଲାଗିଛି। ଛତ୍ରପୁର, ରଙ୍ଗେଇଲୁଣ୍ଡା, ଗଞ୍ଜାମ ଏବଂ ଚିକିଟି ବ୍ଲକର କେତେକ ଅଞ୍ଚଳ ଧିରେଧିରେ ସମୁଦ୍ର ଗର୍ଭକୁ ଚାଲିଯାଉଛି । ଏଥିରେ ଯୋଡ଼ି ହେବାକୁ ଯାଉଛି ଛତ୍ରପୁର ବ୍ଲକରେ ଥିବା ଆର୍ଯ୍ୟପଲ୍ଲୀ ସାମୁଦ୍ରିକ…