Latest Odisha News

BREAKING NEWS

Browsing Tag

Ganjam

ଦିବ୍ୟଜ୍ୟୋତି ପରିଡ଼ା ଗଞ୍ଜାମର ନୂଆ ଜିଲାପାଳ

ବ୍ରହ୍ମପୁର: ରାଜ୍ୟ ସରକାର ଗୁରୁବାର ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ସ୍ତରରେ ଅଦଳବଦଳ କରିଛନ୍ତି । ଏଥି ସହିତ ଗଞ୍ଜାମ ଜିଲାରେ ପ୍ରଶାସନିକ ସ୍ତରରେ ମଧ୍ୟ ବଡ଼ ପରିବର୍ତ୍ତନ ଘଟିଛି । ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଭୁବନେଶ୍ୱର ମହାନଗର ନିଗମର ଆୟୁକ୍ତ ଭାବେ ବଦଳି…

ବ୍ରହ୍ମପୁର ଉପକଣ୍ଠରେ ୮ଟିକିଆ ହାତୀପଲ

ବ୍ରହ୍ମପୁର: କୁକୁଡ଼ାଖଣ୍ଡି ବ୍ଲକର ଦକ୍ଷିଣପୁର ଘାଇ ପାଖରେ ୮ ଟିକିଆ ହାତୀପଲ ବୁଲାବୁଲି କରୁଛନ୍ତି । ଏହି ହାତୀପଲକୁ ନେଇ ଆଖାପାଖର ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଶେଷକରି ଫସଲ ନଷ୍ଟ ଏବଂ ହାତୀପଲର ଜନବସତି ମୁହାଁକୁ ନେଇ ସେମାନେ ନାନା ଆଶଙ୍କାରେ ରହିଛନ୍ତି । ଅପରପକ୍ଷେ ବନ…

କୁର୍‌କୁରେ ଖାଇବାକୁ ୫ ଟଙ୍କା ମାଗିଲେ; ୯ବର୍ଷର ଝିଅକୁ ଚେଙ୍କ ଦେଲା ସାବତ ମା’

ବ୍ରହ୍ମପୁର: ଟିଉସନ୍‌ ଯିବା ବେଳେ କୁର୍‌କୁରେ ଖାଇବାକୁ ୫ ଟଙ୍କା ମାଗିବାରୁ ୯ ବର୍ଷର ଝିଅଙ୍କୁ ପିଠା ପାତିଆରେ ଚେଞ୍ଚ ଦେଇଦେଲେ ସାବତ ମା’। ବ୍ରହ୍ମପୁର ସହରରେ ଘଟିଛି ଏଭଳି ଅଭାବନୀୟ ଘଟଣା। ଶୁକ୍ରବାର ଏହି ଘଟଣା ଘଟିଥିଲେ ମଧ୍ୟ ରବିବାର ଏକଥା ପଦାକୁ ଆସିଛି । ମିଳିଥିବା ସୂଚନା…

ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ବର୍ତ୍ତମାନ ସରପଞ୍ଚ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା କୁକୁଡାଖଣ୍ଡି ବ୍ଳକ ମସିଆଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ କୁମାର ସେଠୀଙ୍କୁ ମାରଣାନ୍ତକ ଆକ୍ରମଣ ଘଟଣାରେ ବର୍ତ୍ତମାନର ସରପଞ୍ଚ କେ. ବୁଲୁ(୪୨)ଙ୍କୁ ବ୍ରହ୍ମପୁର ସଦର ଥାନା ପୋଲିସ ଗିରଫ କରିଛି । ଫଳରେ ଏହି ଆକ୍ରମଣ ଘଟଣାରେ ସଂପୃକ୍ତି ଅଭିଯୋଗରେ ଗିରଫ…

ଗଞ୍ଜାମରେ ବ୍ୟାପକ ହେବ ଘରୋଇ ନର୍ସିଂହୋମ୍‌ ଯାଞ୍ଚ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ବେଆଇନ ଭାବେ ଲିଙ୍ଗନିରୂପଣ କରୁଥିବା ଏକ ବଡ଼ ରାକେଟକୁ ବ୍ରହ୍ମପୁର ପୁଲିସ ଗତ କିଛି ଦିନ ପୂର୍ବେ ଧରିଥିଲା । ଏଥି ସହିତ କେତେକ ସ୍ଥାନରେ ବେଆଇନ ଭାବେ ନର୍ସିଂହୋମ୍‌ ଚାଲିଥିବା ନେଇ ମଧ୍ୟ ଅଭିଯୋଗ ପରେ ସେଗୁଡ଼ିକୁ ସିଲ୍‌ କରାଯାଇଥିଲା । ପୂର୍ବରୁ ମଧ୍ୟ…

ମନ୍ତ୍ରୀ ହେବା ପରେ ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ଶ୍ରୀକାନ୍ତଙ୍କ ଇସ୍ତଫା

ବ୍ରହ୍ମପୁର: ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ପଦରୁ ପୋଲସରା ବିଧାୟକ ତଥା ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି । ଏନେଇ ଯୋଜନା ଏବଂ ସଂଯୋଜନ ବିଭାଗ ତରଫରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ସେ ଗତ ରବିବାର ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର…

୩୦ ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

ବ୍ରହ୍ମପୁର: ଗଞ୍ଜେଇ ଚାଲାଣ ପାଇଁ ବ୍ରହ୍ମପୁର ସହର ଏବେ ସୁରକ୍ଷିତ ରାସ୍ତା ପାଲଟିଯାଇଛି । ନିୟମିତ ଅବକାରୀ ବିଭାଗ ଧରପଗଡ଼ କରୁଥିଲେ ମଧ୍ୟ ଚାଲାଣ ଉପରେ ରୋକ୍‌ ଲାଗିପାରୁନି । ବୁଧବାର ଗଜପତି ଜିଲ୍ଲାରୁ ଉତ୍ତରପ୍ରଦେଶକୁ ବିପୁଳ ପରିମାଣର ଗଞ୍ଜେଇ ଚୋରା ଚାଲାଣ ହେବ ବୋଲି ବ୍ରହ୍ମପୁର ଅବକାରୀ…

ଗଞ୍ଜାମରେ ଓଏଏସ ସ୍ତରରେ ଅଦଳବଦଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ) ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବିଡିଏ ସଚିବ ସମ୍ବିତ ରାଉତଙ୍କ ଗତ ଡିସେମ୍ବର ୬ ତାରିଖରେ ବ୍ରହ୍ମପୁର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ ବଦଳି ହୋଇଥିଲା। ଏହି ବଦଳି ନିର୍ଦ୍ଦେଶକୁ ରାଜ୍ୟ ସରକାର ବୁଧବାର…

ଗଞ୍ଜାମରେ ଅପହରଣ, ଲୁଟ୍‌ର ଶିକାର ହେଲେ ଝାଡ଼ଖଣ୍ଡର ଦୁଇ ବ୍ୟବସାୟୀ

ବ୍ରହ୍ମପୁର: ଝାଡଖଣ୍ଡର ଦୁଇଜଣ ବ୍ୟବସାୟୀ ଗଞ୍ଜାମରେ ଅପହରଣ ଓ ଲୁଟର ଶିକାର ହୋଇଥିବା ଅଭିଯୋଗ ହୋଇଛି। ଅପହରଣକାରୀମାନେ ଏହି ଦୁଇ ଜଣ ବ୍ୟକ୍ତିଙ୍କ ଠାରୁ ୩ ଲକ୍ଷ ୭୫ ହଜାର ଟଙ୍କା ସହ କାର ଓ ମୋବାଇଲ ନେଇଯାଇଛନ୍ତି। ଯେନତେନ ପ୍ରକାରେ ମୁକ୍ତ ହେବା ପରେ ଲୁଟର ଶିକାର ବ୍ୟକ୍ତିମାନେ ମଙ୍ଗଳବାର…

ଗଞ୍ଜାମରେ ଥମୁନି ରାଜନୈତିକ ହିଂସା: ପୂର୍ବତନ ସରପଞ୍ଚଙ୍କୁ ଏବେର ସରପଞ୍ଚଙ୍କ ଆକ୍ରମଣ

ବ୍ରହ୍ମପୁର: ପଞ୍ଚାୟତ ନିର୍ବାଚନ ଶେଷ ହୋଇ ତିନି ମାସରୁ ଅଧିକ ସମୟ ବିତିଗଲାଣି । ହେଲେ ଗଞ୍ଜାମ ଜିଲାରେ ରାଜନୈତିକ ହିଂସା ଥମୁନି । ଗୋଟିଏ ପରେ ଗୋଟିଏ ଘଟଣା ଘଟି ଚାଲିଛି । ସୋମବାର ରାତିରେ କୁକୁଡାଖଣ୍ଡି ବ୍ଳକ ମସିହାଖାଲି ପଞ୍ଚାୟତର ପୂର୍ବତନ ସରପଞ୍ଚ ମନୋଜ ସେଠୀ ଏବଂ ତାଙ୍କର ଦୁଇ…