ବ୍ରହ୍ମପୁର ଉପକଣ୍ଠରେ ୮ଟିକିଆ ହାତୀପଲ
ବ୍ରହ୍ମପୁର: କୁକୁଡ଼ାଖଣ୍ଡି ବ୍ଲକର ଦକ୍ଷିଣପୁର ଘାଇ ପାଖରେ ୮ ଟିକିଆ ହାତୀପଲ ବୁଲାବୁଲି କରୁଛନ୍ତି । ଏହି ହାତୀପଲକୁ ନେଇ ଆଖାପାଖର ଅଞ୍ଚଳବାସୀଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଛି । ବିଶେଷକରି ଫସଲ ନଷ୍ଟ ଏବଂ ହାତୀପଲର ଜନବସତି ମୁହାଁକୁ ନେଇ ସେମାନେ ନାନା ଆଶଙ୍କାରେ ରହିଛନ୍ତି । ଅପରପକ୍ଷେ ବନ…