ଗଞ୍ଜାମ ବିଜେଡ଼ିରେ ବଢୁଛି ଶ୍ରୀକାନ୍ତଙ୍କ ଗୁରୁତ୍ୱ
ବ୍ରହ୍ମପୁର: ନୂତନ ମନ୍ତ୍ରୀମଣ୍ଡଳ ଗଠନ ପରେ ଯେଉଁ ନାଁକୁ ନେଇ ଗଞ୍ଜାମ ରାଜନୀତିରେ ପ୍ରବଳ ଚର୍ଚ୍ଚା ଚାଲିଛି, ସେଇ ନାଁଟି ହେଲା ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ।
ରବିବାର ଶ୍ରୀକାନ୍ତ ଶ୍ରମ, ନିଯୁକ୍ତି ଓ ବୀମା ବିଭାଗର ରାଷ୍ଟ୍ରମନ୍ତ୍ରୀ(ସ୍ୱତନ୍ତ୍ର ଦାୟିତ୍ୱ) ଭାବେ ଶପଥ ଗ୍ରହଣ…