ବାହୁଡ଼ିବ କି ବୋହୂଚୋରି?
(ଫକୀର ମୋହନ ନାହାକଙ୍କ ନିୟମିତ ସ୍ତମ୍ଭ ‘ଗାଁ କଥା’)
ଅନେକ ଦିନ ପରେ ଏଥର ମୁଁ ଗାଁକୁ ଯାଇଥିଲି । ଗାଁରେ ପହଞ୍ଚିଲା ବେଳକୁ ବେଳ ନଇଁ ଆସୁଥିଲା। ଗାଁ ଛକରେ ବସରୁ ଓହ୍ଲାଇଲା ବେଳକୁ ବଡ଼ ଉତ୍କଣ୍ଠାର ସହିତ ଅପେକ୍ଷା କରିଥିଲେ ମୋ ସାନଭାଇ ଆଉ ଭଣଜା । ଭଣଜାର ନାଁ ଯଦିଓ ଧର୍ମଦତ୍ତ, ମୋ ବାପା…