ଗରିବ କଲ୍ୟାଣ ରୋଜଗାର ଯୋଜନା: ଓଡିଶା ସମେତ ୬ଟି ରାଜ୍ୟରେ ପ୍ରବାସୀ ଶ୍ରମିକଙ୍କୁ ମିଳିବ କାମ
ନୂଆଦିଲ୍ଲୀ: ପ୍ରବାସୀ ଶ୍ରମିକଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ ଘୋଷଣା । ଲକଡାଉନ୍ ଯୋଗୁଁ ରୋଜଗାର ହରାଇଥିବା ପ୍ରବାସୀ ଶ୍ରମିକଙ୍କୁ କାମ ଯୋଗାଇବା ଦେବା ପାଇଁ କେନ୍ଦ୍ର ସରକାର ଗରିବ କଲ୍ୟାଣ ଯୋଜନା ଲଂଚ କରିଛନ୍ତି ।
ଲକଡାଉନ ଯୋଗୁଁ ଏହି ପ୍ରବାସୀ ଶ୍ରମିକଙ୍କ ସାମ୍ନାରେ ଦୈନଦିନ ଜୀବନ…