ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟଣା ଗ୍ୟାସ ଏଜେନ୍ସି ମାଲିକ ଏବଂ ମହଜୁଦକାରୀ ଗିରଫ
ବ୍ରହ୍ମପୁର: ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ସ୍ଥିତ ଠାକୁରାଣୀ ମନ୍ଦିର ସାହିରେ ଶୁକ୍ରବାର ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଗୋଟିଏ ଘର ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବା ବେଳେ ଦୁଇଜଣ ପୋଡ଼ି ଯାଇଥିଲେ । ଏହି ଘଟଣାରେ ଶନିବାର ଗୋପାଳପୁର ଥାନା ପୋଲିସ ଦୁଇ ଜଣଙ୍କୁ ଗିରଫ କରିଛି ।…