Latest Odisha News

BREAKING NEWS

Browsing Tag

Gas Leak

ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ ଲିକ; ଜଣେ ମୃତ ଓ ୬ ଗୁରୁତର

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଏକ ଘରୋଇ ପ୍ଲାଣ୍ଟରେ ମଙ୍ଗଳବାର ଦିନ ବିଷାକ୍ତ କାର୍ବନ ମନୋକ୍ସାଇଡ ଗ୍ୟାସ ଲିକ ହେବା ଯୋଗୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ଝାରସୁଗୁଡା ଜିଲ୍ଲାର ବୁଢୀପଦର ସ୍ଥିତ ଓଡ଼ିଶା ମେଟାଲିକ୍…

ବାଲେଶ୍ୱର ଖନ୍ତାପଡା ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ , ୨୫ ରୁ ଅଧିକ କର୍ମଚାରୀ ଗୁରୁତର

ବାଲେଶ୍ୱର : ବାଲେଶ୍ୱରରେ ଅଘଟଣ । ବାଲେଶ୍ୱର ଖନ୍ତାପଡା ଚିଙ୍ଗୁଡି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ । ୨୫ ରୁ ଅଧିକ କର୍ମଚାରୀ ଗୁରୁତର   । ସୂଚନାଅନୁସାରେ  ସମସ୍ତ ଗୁରୁତରଙ୍କୁ ଖନ୍ତପଡା ଓ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି  ।

ଗ୍ୟାସ୍ ଲିକ୍ ହୋଇ ପରିବାରର ୫ ଜଣ ଗୁରୁତର

ଜଗତସିଂହପୁର: ରୋଷେଇ ଗ୍ୟାସ୍ ସିଲିଣ୍ଡର ଲିକ୍ ହୋଇ ଗୋଟିଏ ପରିବାରର ୫ ଜଣ ଗୁରୁତର ହୋଇ ପଡ଼ିଛନ୍ତି । ତିର୍ତ୍ତୋଲ ଥାନା ରାଣୀତୋଳା ଗାଁର ସମସ୍ତଙ୍କ ଗୁରୁତରଙ୍କୁ ପ୍ରଥମେ ମଣିଜଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ଜଗତସିଂହପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି…

ଚାଉମିନ୍ ଫ୍ୟାକ୍ଟ୍ରିରେ ଗ୍ୟାସ୍ ଲିକରୁ ଶ୍ୱାସରୁଦ୍ଧ ହୋଇ ୩ ଜଣଙ୍କ ମୃତ୍ୟୁ

ମୋହନା: ଚାଉମିନ୍ ଫ୍ୟାକ୍ଟ୍ରିରେ ଅଘଟଣ । ଗ୍ୟାସ୍ ଲିକରୁ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ତିନି ତିନୋଟି ଜୀବନ । ଏଭଳ ଅଘଟଣ ଘଟିଛି ଗଜପତି ଜିଲ୍ଲା ମୋହନା ଅଞ୍ଚଳରେ । ଚାଉମିନ୍ ଫ୍ୟାକ୍ଟ୍ରିରେ ଶ୍ଵାସରୁଦ୍ଧ ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଛି । ସୂଚନା ଅନୁସାରେ, ମୋହନା ବ୍ଲକ ନାରାୟଣ ନଗରରେ ଥିବା…

ବାଇକ୍ ସହ ଧକ୍କା ପରେ ଗ୍ୟାସ ବୋଝେଇ ଟ୍ୟାଙ୍କରରୁ ଗ୍ୟାସ୍ ଲିକ୍

ଯାଜପୁର: ବାଇକ୍ ସହ ଗ୍ୟାସ୍ ବୋଝେଇ ଟ୍ୟାଙ୍କର ଦୁର୍ଘଟଣା । ଯାଜପୁର ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣାଗ୍ରସ୍ତ ହୋଇଛି ଭାରତ ପେଟ୍ରୋଲିୟମ ଗ୍ୟାସ ଟ୍ୟାଙ୍କର । ଚଣ୍ଡିଖୋଲ ଅଭିମୁଖେ ଯାଉଥିବା ବେଳେ ବାଇକ ସହ ଧକ୍କା ହୋଇଛି ।…

ଜୀଅନ୍ତା ଜଳିଗଲା ନାବାଳକ, ଗ୍ୟାସ୍ ଲିକରୁ ଘରେ ଅଗ୍ନିକାଣ୍ଡ

ସୋନପୁର: ଗ୍ୟାସ୍ ଲିକରୁ ଘରେ ଲାଗିଲା ନିଆଁ । ଅଗ୍ନିକାଣ୍ଡରେ ଜଣେ ନାବାଳକ ଜୀବନ୍ତ ଦଗ୍ଧ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଅନ୍ତର୍ଗତ ଶଙ୍କରା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ଆଜି ଚା କରିବା ପାଇଁ ପରିବାର ଲୋକ ଗ୍ୟାସ୍ ଟାଙ୍କି ଲଗାଇବା ବେଳେ ହଠାତ୍ ନିଆଁ ଲାଗି ଯାଇଥିଲା ।…

ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍, ୧୦ କର୍ମଚାରୀ ଅସୁସ୍ଥ

ରାଉରକେଲା: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‍ । କୋଲ କେମିକାଲ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ ହୋଇଥିବା ସୂଚନା ମିଳିଛି । ଏଥିରେ ୧୦ କର୍ମଚାରୀ ଅସୁସ୍ଥ ହୋଇଛନ୍ତି । ସେମାନଙ୍କୁ ରାଉରକେଲା ଆଇଜିଏଚରେ ଭର୍ତ୍ତି କରାଯାଇଛି । ଅସୁସ୍ଥଙ୍କ ମଧ୍ୟରୁ ୪ କର୍ମଚାରୀଙ୍କ ଅବସ୍ଥା ଗୁରୁତର…

ଚିଙ୍ଗୁଡି ପ୍ରୋସେସିଂ ୟୁନିଟରେ ଗ୍ୟାସ୍ ଲିକ୍ ଘଟଣା; ତଦନ୍ତ ନିର୍ଦ୍ଦେଶ ଦେଲେ ଓଡିଶା ସରକାର

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖନ୍ତପଡା ଥାନା ଅନ୍ତର୍ଗତ ଫାଲକନ୍ ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ବୁଧବାର ଦିନ ହୋଇଥିବା ବିଷାକ୍ତ ଗ୍ୟାସ୍ ଲିକ୍ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଓଡିଶା ସରକାର । ପ୍ରାପ୍ତ ସୂଚନାନୁଯାୟୀ ଫାଲକନ୍ ଚିଙ୍ଗୁଡି ଫ୍ୟାକ୍ଟ୍ରିର ପ୍ରୋସେସିଂ ୟୁନିଟରେ କୌଣସି…