ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ
ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ଆଜି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ବିଜ୍ଞପ୍ତି ପ୍ରକାଶ ସହ ପ୍ରାର୍ଥୀ ଆଜିଠାରୁ ନାମାଙ୍କନ ପତ୍ର ମାର୍ଚ୍ଚ ୩୦ ତାରିଖ ଯାଏ ଦାଖଲ କରିପାରିବେ । ନାମାଙ୍କନ ପତ୍ର ଯାଞ୍ଚ ୩୧ ତାରିଖରେ ସରିବ ।…