Latest Odisha News

BREAKING NEWS

Browsing Tag

gdp

ଗୁଗୁଲ ଉପରେ ଜୋରିମାନା ଲଗାଇଲା ଋଷ, ବିଶ୍ବରେ ନାହିଁ ଏତେ ଟଙ୍କା

ନୂଆଦିଲ୍ଲୀ: ଗୁଗୁଲ ଉପରେ ଜୋରିମାନା ଲଗାଇଲା ଋଷ। ଗୁଗୁଲ ଉପରେ ଋଷର ଏକ କୋର୍ଟ ୨୦ ଟ୍ରିଲିୟନ ଡଲାର ଜୋରିମାନା କରିଛନ୍ତି। ଏହା ସମଗ୍ର ବିଶ୍ୱର ଜିଡିପି ୬୨୦ ଗୁଣରୁ ଅଧିକ ଅଟେ। ଏହାର ଅର୍ଥ ହେଉଛି ଯଦି ବିଶ୍ବର ସମସ୍ତ ଦେଶର ଜିଡିପିର ୬୨୦ ଗୁଣ ଯୋଗ କରାଯାଏ, ତେବେ କେବଳ ଏହି ପରିମାଣ ଜମା…

ଆକଳନ ଠାରୁ ଅଧିକ ରହିଲା ଅଭିବୃଦ୍ଧି ହାର

ନୂଆଦିଲ୍ଲୀ: ବିଶ୍ୱରେ ପ୍ରତିକୂଳ ପରିସ୍ଥିତି ଲାଗି ରହିଥିବା ବେଳେ ଗତ ଆର୍ଥିକ ବର୍ଷ ତୁଳନାରେ ଭାରତ ଭଲ ପ୍ରଦର୍ଶନ କରିଛି । ବୁଧବାର ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ଅଭିବୃଦ୍ଧି ହାର ଆକଳନ ଠାରୁ ଅଧିକ ରହିଛି । ତଥ୍ୟ ଅନୁସାରେ, ମାର୍ଚ୍ଚ ତ୍ରୈମାସିକରେ ଭାରତୀୟ ଅର୍ଥ ବ୍ୟବସ୍ଥା…

ଆଗାମୀ ପାଞ୍ଚ ବର୍ଷରେ ଦେଶର ଜିଡ଼ିପିରେ ଷ୍ଟାର୍ଟଅପ୍ ଅଭିବୃଦ୍ଧି ହାର ୫% ଛୁଇଁବ: ଶୁଭ୍ରକାନ୍ତ ପଣ୍ଡା

ଭୁବନେଶ୍ବର: ଭାରତରେ ଷ୍ଟାର୍ଟଅପ୍ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ପାଞ୍ଚ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଏହାର ଅଭିବୃଦ୍ଧି ୫% ଛୁଇଁବ । ରାଉରକେଲା ସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ (ଏନଆଇଟି)ର ଛାତ୍ରଛାତ୍ରୀ ମାନଙ୍କ ସହ ଏକ ଆଲୋଚନା କାର୍ଯ୍ୟକ୍ରମରେ…

ବିକାଶ କ୍ଷେତ୍ରରେ ଭାରତକୁ ପୁଣି ଝଟକା; ପୂର୍ବାପେକ୍ଷା କମ୍ ରହିବ ଚଳିତ ବର୍ଷର ଜିଡିପି

ଭୁବନେଶ୍ୱର: ଦେଶର ଆର୍ଥିକ ବିକାଶ ଚଳିତ ବର୍ଷ ୨୦୧୯-୨୦ରେ ପାଞ୍ଚ ପ୍ରତିଶତ ରହିବାର ଅନୁମାନ କରାଯାଉଛି। ପୂର୍ବ ବିତ୍ତ ବର୍ଷରେ ଏହା ୬.୮ ପ୍ରତିଶତ ଥିଲା । ଷ୍ଟାଟିଷ୍ଟିକାଲ ଡିପାର୍ଟମେଣ୍ଟ ଜାରୀ କରିଥିବା ଆକଳନ ଅନୁସାରେ ଏ କଥା ସାମନାକୁ ଆସିଛି । ସରକାର ଯାହା ଅନୁମାନ ଲଗାଇଛନ୍ତି ତାହା…

ବିଗତ ୬ ବର୍ଷରେ ସର୍ବନିମ୍ନ ସ୍ତରକୁ ଖସିଲା ଜିଡିପି

ନୂଆଦିଲ୍ଲୀ: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷର ଏପ୍ରିଲ-ଜୁନ୍‌ କ୍ୱାର୍ଟରରେ ଦେଶର ଜିଡିପି ହାର ୫%କୁ ଖସିଆସିଛି। ବିଗତ ୬ ବର୍ଷରେ ଏହା ସର୍ବନିମ୍ନ ବୋଲି ଜଣାପଡ଼ିଛି। ପୂର୍ବ କ୍ୱାର୍ଟରରେ ଜିଡିପି ହାର ୫.୭% ଥିଲା। ଉତ୍ପାଦନରେ ନକାରତ୍ମକ ସ୍ଥିତି କାରଣରୁ ଏପରି ପରିସ୍ଥିତି ଉପୁଜିଥିବା ବିଶେଷଜ୍ଞ…