Latest Odisha News

BREAKING NEWS

Browsing Tag

gdp

ଆକଳନ ଠାରୁ ଅଧିକ ରହିଲା ଅଭିବୃଦ୍ଧି ହାର

ନୂଆଦିଲ୍ଲୀ: ବିଶ୍ୱରେ ପ୍ରତିକୂଳ ପରିସ୍ଥିତି ଲାଗି ରହିଥିବା ବେଳେ ଗତ ଆର୍ଥିକ ବର୍ଷ ତୁଳନାରେ ଭାରତ ଭଲ ପ୍ରଦର୍ଶନ କରିଛି । ବୁଧବାର ସରକାରଙ୍କ ପକ୍ଷରୁ ଜାରି ତଥ୍ୟ ଅନୁସାରେ, ଅଭିବୃଦ୍ଧି ହାର ଆକଳନ ଠାରୁ ଅଧିକ ରହିଛି । ତଥ୍ୟ ଅନୁସାରେ, ମାର୍ଚ୍ଚ ତ୍ରୈମାସିକରେ ଭାରତୀୟ ଅର୍ଥ ବ୍ୟବସ୍ଥା…

ଆଗାମୀ ପାଞ୍ଚ ବର୍ଷରେ ଦେଶର ଜିଡ଼ିପିରେ ଷ୍ଟାର୍ଟଅପ୍ ଅଭିବୃଦ୍ଧି ହାର ୫% ଛୁଇଁବ: ଶୁଭ୍ରକାନ୍ତ ପଣ୍ଡା

ଭୁବନେଶ୍ବର: ଭାରତରେ ଷ୍ଟାର୍ଟଅପ୍ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ପାଞ୍ଚ ବର୍ଷରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି)ରେ ଏହାର ଅଭିବୃଦ୍ଧି ୫% ଛୁଇଁବ । ରାଉରକେଲା ସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ (ଏନଆଇଟି)ର ଛାତ୍ରଛାତ୍ରୀ ମାନଙ୍କ ସହ ଏକ ଆଲୋଚନା କାର୍ଯ୍ୟକ୍ରମରେ…

ବିକାଶ କ୍ଷେତ୍ରରେ ଭାରତକୁ ପୁଣି ଝଟକା; ପୂର୍ବାପେକ୍ଷା କମ୍ ରହିବ ଚଳିତ ବର୍ଷର ଜିଡିପି

ଭୁବନେଶ୍ୱର: ଦେଶର ଆର୍ଥିକ ବିକାଶ ଚଳିତ ବର୍ଷ ୨୦୧୯-୨୦ରେ ପାଞ୍ଚ ପ୍ରତିଶତ ରହିବାର ଅନୁମାନ କରାଯାଉଛି। ପୂର୍ବ ବିତ୍ତ ବର୍ଷରେ ଏହା ୬.୮ ପ୍ରତିଶତ ଥିଲା । ଷ୍ଟାଟିଷ୍ଟିକାଲ ଡିପାର୍ଟମେଣ୍ଟ ଜାରୀ କରିଥିବା ଆକଳନ ଅନୁସାରେ ଏ କଥା ସାମନାକୁ ଆସିଛି । ସରକାର ଯାହା ଅନୁମାନ ଲଗାଇଛନ୍ତି ତାହା…

ବିଗତ ୬ ବର୍ଷରେ ସର୍ବନିମ୍ନ ସ୍ତରକୁ ଖସିଲା ଜିଡିପି

ନୂଆଦିଲ୍ଲୀ: ଚଳିତ ୨୦୧୯-୨୦ ଆର୍ଥିକ ବର୍ଷର ଏପ୍ରିଲ-ଜୁନ୍‌ କ୍ୱାର୍ଟରରେ ଦେଶର ଜିଡିପି ହାର ୫%କୁ ଖସିଆସିଛି। ବିଗତ ୬ ବର୍ଷରେ ଏହା ସର୍ବନିମ୍ନ ବୋଲି ଜଣାପଡ଼ିଛି। ପୂର୍ବ କ୍ୱାର୍ଟରରେ ଜିଡିପି ହାର ୫.୭% ଥିଲା। ଉତ୍ପାଦନରେ ନକାରତ୍ମକ ସ୍ଥିତି କାରଣରୁ ଏପରି ପରିସ୍ଥିତି ଉପୁଜିଥିବା ବିଶେଷଜ୍ଞ…