ବଜେଟ ପୂର୍ବରୁ ଚମକିଲା ସେୟାର ମାର୍କେଟ
ନୂଆଦିଲ୍ଲୀ: ଆଜି ଫେବୃୟାରୀ ୧ । ସଂସଦରେ ଆଗତ ହେବ ସାଧାରଣ ବଜେଟ । ଏହାର ପ୍ରଭାବ ସେୟାର ମାର୍କେଟ ଉପରେ ବି ପଡିଛି । ଆଜି ସକାଳୁ ସକାଳୁ ସବୁଜ ସଙ୍କେତ ଦେଇ ଖୋଲିଛି ସେୟାର ମାର୍କେଟ । ବୃଦ୍ଧିକୁ ନେଇ ବୁଧବାର ସକାଳୁ ଖୋଲିଛି ଭାରତୀୟ ବେଞ୍ଚ ମାର୍କ, ସେନ୍ସେକ୍ସ ଓ ନିଫ୍ଟି ।…