Latest Odisha News

BREAKING NEWS

Browsing Tag

Germany

ସ୍କିପିଂ ଖେଳି ବିଶ୍ବ ରେକର୍ଡ ହାତେଇଲା କୁକୁର

ଲୋକମାନେ ନିଜର ଦକ୍ଷତା ବଳରେ ବିଶ୍ୱ ରେକର୍ଡ ସୃଷ୍ଟି କରିଥାନ୍ତି। ଆପଣମାନେ ବି ମଧ୍ୟ କେବେ ନା କେବେ ଏପରି ଅନେକ ଲୋକଙ୍କୁ ଦେଖିଥିବେ । ଯେଉଁମାନେ ନିଜର ପ୍ରତିଭା ସହିତ ବିଶ୍ୱରେ ରେକର୍ଡ ସୃଷ୍ଟି କରିଥାନ୍ତି। ହେଲେ ଏହା ବି ଜାଣିଥିବେ ମଣିଷ କ୍ଷେତ୍ରରେ ଏହା ସମ୍ଭବ ହୋଇଥାଏ। ହେଲେ ଆମେ…

ଭାରତ ସମେତ ୫ ଦେଶରୁ ରାଷ୍ଟ୍ରଦୂତ ପ୍ରତ୍ୟାହାର କଲା ୟୁକ୍ରେନ୍

ନୂଆଦିଲ୍ଲୀ: ୟୁକ୍ରେନ ଭାରତ ସମେତ ୫ଟି ଦେଶରୁ ରାଷ୍ଟ୍ରଦୂତଙ୍କୁ ପ୍ରତ୍ୟାହାର କରିନେଇଛି । ଜର୍ମାନୀ, ଭାରତ, ଚେକ୍ ରିପବ୍ଲିକ, ନରେଓ୍ବ ଏବଂ ହଙ୍ଗେରୀରେ ଅବସ୍ଥାପିତ ହୋଇଥିବା ରାଷ୍ଟ୍ରଦୂତ ମାନଙ୍କୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି ନିଲମ୍ବନ କରି ପ୍ରତ୍ୟାହାର କରିନେଇଛନ୍ତି…

ଜୁନ୍‍ ୨୬-୨୮, ୨୦୨୨ ରୁ ଜର୍ମାନୀ ଏବଂ ୟୁଏଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀର ଚାନସେଲର ମାନ୍ୟବର ଶ୍ରୀ ଓଲାଫ ସ୍କୋଲେଜଙ୍କ ଆମନ୍ତ୍ରଣ କ୍ରମେ ୨୬-୨୭ ଜୁନ୍ ୨୦୨୨ ରେ ଜର୍ମାନରେ ଅନୁଷ୍ଠିତ ଜି୭ ସମ୍ମିଳନୀରେ ଯୋଗଦେବା ପାଇଁ ଜମାନର ସ୍କୋଲ୍‍ସ ଏଲମାଉ ଗସ୍ତ କରିବେ । ଏହି ସମ୍ମିଳନୀରେ ପରିବେଶ, ଶକ୍ତି, ଜଳବାୟୁ, ଖାଦ୍ୟ…

ପିଜ୍ଜା ଡେଲିଭରି ବୟ ସାଜିଛନ୍ତି ପୂର୍ବତନ ଆଫଗାନିସ୍ତାନ ମନ୍ତ୍ରୀ

ଭୁବନେଶ୍ୱର: ତାଲିବାନୀଙ୍କ କବଜାରେ ଆଫଗାନିସ୍ତାନ । ଖାସ କରି ରାଷ୍ଟ୍ରପତି ଅସ୍ରଫ୍ ଘନି ଦେଶ ଛାଡି ପଳାୟନ କରିବା ପରେ ଅନ୍ୟ ମନ୍ତ୍ରୀଙ୍କର ଖୋଜ ଖବର ନଥିଲା । ହେଲେ ନିକଟରେ ଆଫଗାନିସ୍ତାନର ଜଣେ ମନ୍ତ୍ରୀଙ୍କ ଖବର ଜର୍ମାନୀରୁ ମିଳିଛି । ଆଫଗାନିସ୍ତାନର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ…

କରୋନାର ତୃତୀୟ ଲହର, ଏପ୍ରିଲ୍ ୧୮ ଯାଏ ଲକଡାଉନ୍ ବଢ଼ାଇଲା ଏହି ଦେଶ

ବର୍ଲିନ: କରୋନା ସଂକ୍ରମଣ ରୋକିବାକୁ ପୁଣି ଲକଡାଉନ୍ । ଜର୍ମାନୀ ଲକଡାଉନ୍ ଅବଧିକୁ ଏପ୍ରିଲ୍ ୧୮ ଯାଏ ବଢ଼ାଇ ଦେଇଛି । ୧୬ ରାଜ୍ୟର ରାଜ୍ୟପାଳଙ୍କ ସହ ଆଲୋଚନା ପରେ ଜର୍ମାନୀ ଚ୍ୟାନ୍ସଲର ଆଙ୍ଗଲା ମାର୍କେଲ ଏନେଇ ଘୋଷଣା କରିଛନ୍ତି । ଲୋକଙ୍କୁ ସର୍ବସାଧାରଣ ସ୍ଥାନରେ ଏକାଠି ନହେବାକୁ କୁହାଯାଇଛି…

ଆଷ୍ଟ୍ରାଜେନେକା ଟିକାର ବ୍ୟବହାର ଉପରେ ରୋକ ଲଗାଇଲେ ଜର୍ମାନୀ ଓ ଫ୍ରାନ୍ସ

ପ୍ୟାରିସ : କରୋନା ଟିକା ଆଷ୍ଟ୍ରାଜେନେକା ବ୍ୟବହାର ଉପରେ ଲାଗିଲଶ ରୋକ୍ । ଆଉ ଦୁଇଟି ଦେଶ ଜର୍ମାନୀ ଓ ଫ୍ରାନ୍ସ ଆଷ୍ଟ୍ରାଜେନେକା ଟିକାର ବ୍ୟବହାର ଉପରେ ରୋକ ଲଗାଇଛନ୍ତି । ଟିକା ନେବା ଫଳରେ ରକ୍ତ ଜମାଟ ବାନ୍ଧିବାର ଆଶଙ୍କା ଥିବାରୁ ସୁରକ୍ଷା ଦୃଷ୍ଟିରୁ ଏପରି ନିଷ୍ପତ୍ତି ନିଆଯାଇଛି । ଏନେଇ…

ଜର୍ମାନୀରେ କାହିଁକି ଡେରା ପକାଇଛନ୍ତି ପ୍ରିୟଙ୍କା ଚୋପ୍ରା ?

ଭୁବନେଶ୍ୱର: ପ୍ରଥମେ ମଡେଲିଂ ଦୁନିଆ, ପରେ ବଲିଉଡ ଇଣ୍ଡଷ୍ଟ୍ରୀ ଆଉ ଏବେ ହଲିଉଡ ହେଭେନ୍‌ରେ ଘୁରି ବୁଲୁଛନ୍ତି ପ୍ରିୟଙ୍କା ଚୋପ୍ରା । ବେଶ କିଛି ଦିନ ଧରି ଜର୍ମାନୀର ବର୍ଲିନରେ ପ୍ରିୟଙ୍କା ନିଜ ପରିବାର ସହ ବୁଲୁଥିବା ଫଟୋ ସୋସିଆଲ ମିଡିଆରେ ଦେଖିବାକୁ ମିଳିଥିଲା । ହେଲେ ଛୁଟି ମନାଇବା ପାଇଁ…

ଜର୍ମାନୀରେ ବ୍ୟାପିଲା ସ୍ୱାଇନ ଫ୍ଲୁ

ଜର୍ମାନୀ: ଜର୍ମାନୀକୁ ବ୍ୟାପିଲା ସ୍ୱାଇନ ଫ୍ଲୁ । ପୂର୍ବ ବ୍ରାଣ୍ଡେନ୍ବର୍ଗରେ ମିଳିଥିବା ଏକ ବଣୁଆ ଘୁଷୁରୀର ପରୀକ୍ଷା କରିବା ପରେ ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି । ଜର୍ମାନୀରେ ଆଫ୍ରିକୀୟ ଘୁଷୁରି ଜ୍ୱରର ଏହା ପ୍ରଥମ ମାମଲା ବୋଲି ଦେଶର କୃଷି ମନ୍ତ୍ରୀ ଗୁରୁବାର କହିଛନ୍ତି।…