ଝିଅ ଚିକିତ୍ସା ପାଇଁ ସହାୟତା ଅପେକ୍ଷାରେ ପରିବାର. ..
କଟକ: ଗରିବ ଅସହାୟ ରୋଗୀ ମାନଙ୍କ ପାଇଁ କେତେ କଣ ସୁବିଧା କରାଯାଉଛି । ହେଲେ ବହୁ ସ୍ଥାନରେ ଅସହାୟ ହୋଇ ଚିକିତ୍ସା । ପାଇପାରୁନାହାନ୍ତି ବହୁ ଗରିବ ରୋଗୀ ମାନେ । ଏମିତି କିଛି ଦୟନୀୟ ଦୃଶ୍ୟ ଦେଖିବାକୁ ମିଳିଛି ଖୋଦ୍ କଟକରେ । ଜଣେ ଅସହାୟ ବାପର କରୁଣ କାହାଣୀ ଦେଖିବାକୁ ମିଳିଛି । ରୋଗ…