Latest Odisha News

BREAKING NEWS

Browsing Tag

Girl

ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ, ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ଯାଜପୁର : ବାଲିଚନ୍ଦ୍ରପୁର ଥାନା ଅଧୀନସ୍ଥ ପଲେଇ ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଜଣେ ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ  । ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର ଲୋକେ । ସୂଚନା ଅନୁଯାୟୀ ପଲେଇ ଗ୍ରାମର ଚୈତନ୍ୟ ନାୟକଙ୍କ ଝିଅ ଶୁଭଶ୍ରୀ ନାୟକଙ୍କୁ ଘରୁ ଦୁଇ ଜଣ ଯୁବକ ଆସି…

ରାଜସ୍ଥାନରେ ଜଘନ୍ୟକାଣ୍ଡ; ଚିପ୍ସ ଲୋଭ ଦେଖାଇ ନାବାଳିକାକୁ ପଥରରେ ଛେଚି ହତ୍ୟା

ନୂଆଦିଲ୍ଲୀ : ରାଜସ୍ଥାନର ଶ୍ରୀ ଗଙ୍ଗାନଗର ଜିଲ୍ଲାରେ ନର୍ମମ ହତ୍ୟାକାଣ୍ଡ । ଜଣେ ୯ ବର୍ଷୀୟ ଝିଅକୁ ଅପହରଣ କରି ପଥରରେ ଛେଚି ହତ୍ୟା କରାଯାଇଛି । ହତ୍ୟା ପୂର୍ବରୁ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ତାହା ଏବେ ସନ୍ଦେହ ଘେରରେ । ତେବେ ନାବାଳିକା ଜଣକର ରିପୋର୍ଟ ଆସିବା ପରେ ସେ…

ନାବାଳିକାକୁ ଦୁଷ୍କର୍ମକାରୀଙ୍କଠାରୁ ବଞ୍ଚାଇବା ବଦଳରେ ସେହି ଦୁଷ୍କର୍ମରେ ସାମିଲ ହୋଇଗଲେ ପ୍ରଧାନଶିକ୍ଷକ

ନୂଆଦିଲ୍ଲୀ : ବିହାରର କୈମୁର ଗାଁରେ ଲଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି  । ୧୪ ବର୍ଷର ନାବାଳିକାକୁ ଗଣଦୁଷ୍କର୍ମ । ନାବାଳିକା ଜଣକ ଶୌଚ ହେବାକୁ ଯାଉଥିବା ବେଳେ ୪ ଜଣ ଯୁବକ ଅପହରଣ କରି ଦୁଷ୍କର୍ମ କରିଛନ୍ତି । ଏଭଳି ଜଘନ୍ୟ କାଣ୍ଡ ଘଟୁଥିବା ଦେଖି ସେହି ଦୁଷ୍କର୍ମରେ ସାମିଲ ହୋଇଥିଲେ ଜଣେ…

ସେଲଫି ହେଲା କାଳ ; ପାଣିରେ ଭାସି ୪ ଯୁବତୀ ମୃତ

ନୂଆଦିଲ୍ଲୀ: ସେଲଫି ନେବା ଯୁବତୀଙ୍କୁ ପଡ଼ିଲା ମହଙ୍ଗା  । ଫଟୋ ଉଠାଇବା ସମୟରେ ପାଣିରେ ଭାସିଗଲେ ୪ ଯୁବତୀ  । ଆଜିକାଲି ଫଟୋ ଉଠାଇବା ଗୋଟାଏ ଫେସନ ହୋଇଗଲାଣି  । ବର୍ତ୍ତମାନ ଏହି ଯୁବପିଢ଼ିଙ୍କୁ ସେଲଫି ଉଠାଇବାର ନିଶା ଘାରିଛି । ସେଲଫି ଉଠାଇବା ସମୟରେ ସେମାନେ ଭୁଲିଯାଉଛନ୍ତି ତାଙ୍କ…

ପ୍ରେମିକା ହେବା ପାଇଁ ୫୭ ଲକ୍ଷ ଟଙ୍କା ଖର୍ଚ୍ଚ କରି ଚର୍ଚ୍ଚାରେ ଯୁବତୀ

ନୂଆଦିଲ୍ଲୀ : ପ୍ରେମ ଚିରନ୍ତନ ଶାଶ୍ବତ । କଥାରେ ଅଛି ପ୍ରେମ ମଣିଷକୁ ଅନ୍ଧ କରିଦିଏ । ତେବେ ଆମେ ଅନେକ ପ୍ରକାରର ପ୍ରେମ କାହାଣୀ ଶୁଣିଛନ୍ତି । ହେଲେ ଏଭଳି ଏକ ପ୍ରେମ କାହାଣୀ ଆମ ସାମ୍ନାକୁ ଆସିଛି ଯାହା ବିଷୟରେ ଆପଣ ଶୁଣିଲେ ତାଜୁବ୍‌ ହୋଇଯିବେ । ଆପଣ କେବେ ଶୁଣିଛନ୍ତି କି ଜଣେ ଝିଅ କାହାର…

୨୦ ଦିନର ଅସୁସ୍ଥ ଶିଶୁକନ୍ୟାର ତଣ୍ଟିଚିପି ହତ୍ୟା କଲା ମା’

ମହାରାଷ୍ଟ୍ର : ମା ସାଜିଲା ହତ୍ୟାକାରୀ । ଅସୁସ୍ଥ ଶିଶୁ କନ୍ୟାର ତଣ୍ଟିଚିପି ହତ୍ୟା କଲା ମା । ଏଭଳି ହୃଦୟ ବିଦାରକ ଘଟଣା ମହାରାଷ୍ଟ୍ରର ଆକୋଲାଠାରେ ଘଟିଛି  । ଶିଶୁଟି ଜନ୍ମରୁ ଅସୁସ୍ଥ ରହିଥିଲା। ତେଣୁ ଶିଶୁର ମା ଜଣକ ରାଗିଯାଇ ହତ୍ୟା କରିଛନ୍ତି  । ପୁଲିସ୍‌ କହିଛି ଯେ ୱାଡି ଆମଦପୁର…

ରେଳ ଧାରଣାରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର

ବଲାଙ୍ଗୀର : ରେଳ ଧାରଣାରୁ ମିଳିଲା ଜଣେ ଯୁବତୀଙ୍କ ମୃତଦେହ। ବଲାଙ୍ଗିର ରେଲୱେ ଷ୍ଟେସନ ନିକଟରେ ଥିବା ଖୁଜେନପାଲି ରେଲୱେ ଫାଟକରୁ ଉଦ୍ଧାର ହୋଇଛି ଯୁବତୀଙ୍କ ମୃତ ଦେହ । ମୃତ ଯୁବତୀଙ୍କ ଜଣକ ହେଲେ ବଲାଙ୍ଗିର ତାଲପାଳି ପଡ଼ାର ସାରିକା ସାଏ। ସେ ଏକ ବୀମା କମ୍ପାନୀରେ ଚାକିରି କରୁଥିଲେ ।…

ପୋଷା ସାପକୁ ଯୁବତୀଙ୍କ ଚୁମ୍ବନ, ଲୋକେ ଦେଖି ଛାନିଆଁ

ଭୁବନେଶ୍ୱର: ସାପକୁ ଦେଖିଲେ ପ୍ରାୟ ସମସ୍ତେ ଭୟଭୀତ ହୋଇଥାନ୍ତି । ବିଷାକ୍ତ ହେଉ ଅବା ସାଧାରଣ ସାପ । ସାପକୁ ଦେଖିଲା ଲୋକେ ଧାଁ ଦଉଡ କରିଥାନ୍ତି । ହେଲେ ଆପଣ କେବେ ସାପକୁ ପାଳିବାକୁ ଚେଷ୍ଟା କରିଛନ୍ତି କି ? ଅଥଚ ଭାରତରେ ଏଭଳି ସୁବିଧା ସହଜରେ ମିଳେନାହିଁ । ତେବେ ଏପରି ପ୍ରଶ୍ନ କରିବା ପଛରେ…

[ଭିଡିଓ] ଆଣ୍ଟି କହିବାରୁ ଯୁବତୀଙ୍କୁ ନିର୍ଘାତ ତଣ୍ଟିଆ !

ଉତ୍ତରପ୍ରଦେଶ: ଓଡିଆଙ୍କ ପରମ୍ପରାରେ ନାହିଁ କରୱାଚୌଥ୍ । ହେଲେ ଦିଲ୍ଲୀ, ପଂଜାବ, ଉତ୍ତରପ୍ରଦେଶ, ହରିୟାଣା ଓ ରାଜସ୍ଥାନ ଭଳି ରାଜ୍ୟରେ ଏହି ଉତ୍ସବ ପାଳନ ହୋଇଥାଏ । ଆସନ୍ତାକାଲି କରୱାଚୌଥ ପଡୁଥିବାବେଳେ ଉତ୍ତରପ୍ରଦେଶରେ ବଜାରରେ ମହିଳାଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି । ତେବେ ଇଟାହ…

ଫେରାର ଦୁଷ୍କର୍ମକାରୀଙ୍କୁ ଫେସ୍‌ବୁକରୁ ଚିହ୍ନିଲା ପୀଡିତା !

ଉତ୍ତରପ୍ରଦେଶ: ଦୁନିଆରେ ମଣିଷ ବେଶରେ ଲୁଚି ରହିଥିବା ପଶୁଙ୍କୁ ଚିହ୍ନିପାରିନଥିଲା ଝିଅଟି । ହସ୍ପିଟାଲରେ ଭର୍ତ୍ତି ଥିବା ମାଆକୁ ଦେଖିବା ଲାଗି ଘରୁ ବାହାରିଥିଲା । ହେଲେ ଜଙ୍ଗଲି ରାସ୍ତାରେ ଭେଟିଥିଲା କିଛି ମାଂସଲୋଭି ସଇତାନଙ୍କୁ । ଆଉ ତା ପରେ ହରାଇଥିଲା ମଣିଷ ଉପରେ ବିଶ୍ୱାସ ଓ ନିଜ ମାନ…