ଫେରାର ଦୁଷ୍କର୍ମକାରୀଙ୍କୁ ଫେସ୍ବୁକରୁ ଚିହ୍ନିଲା ପୀଡିତା !
ଉତ୍ତରପ୍ରଦେଶ: ଦୁନିଆରେ ମଣିଷ ବେଶରେ ଲୁଚି ରହିଥିବା ପଶୁଙ୍କୁ ଚିହ୍ନିପାରିନଥିଲା ଝିଅଟି । ହସ୍ପିଟାଲରେ ଭର୍ତ୍ତି ଥିବା ମାଆକୁ ଦେଖିବା ଲାଗି ଘରୁ ବାହାରିଥିଲା । ହେଲେ ଜଙ୍ଗଲି ରାସ୍ତାରେ ଭେଟିଥିଲା କିଛି ମାଂସଲୋଭି ସଇତାନଙ୍କୁ । ଆଉ ତା ପରେ ହରାଇଥିଲା ମଣିଷ ଉପରେ ବିଶ୍ୱାସ ଓ ନିଜ ମାନ…