ଇଭିଏମ୍ ମେସିନ ଅଚଳ ଯୋଗୁଁ କିଛି କେନ୍ଦ୍ରରେ ଭୋଟଦାନ ବିଳମ୍ବ
ଭୁବନେଶ୍ୱର : ଓଡିଶାରେ ମଙ୍ଗଳବାର ଦିନ ୩ୟ ପର୍ଯ୍ୟାୟ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ରାଜ୍ୟର କିଛି ବୁଥରେ ଥିବା ଇଭିଏମ୍ ମେସିନରେ ଯାନ୍ତ୍ରୀକ ତ୍ରୁଟି ଦେଖାଦେବା ଯୋଗୁଁ ଭୋଟଦାନରେ ବିଳମ୍ବ ଘଟିଛି ।
ଆଜି ନିର୍ବାଚନ ଲାଗି ବହୁସଂଖ୍ୟାରେ ଭୋଟରମାନେ ଆସି ବୁଥକେନ୍ଦ୍ରରେ ପହଞ୍ଚି…