ମଠ ଉଚ୍ଛେଦ ଲାଗି ପୁରୀ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ ନିଅ: ଓଡ଼ିଶା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ପୁରୀ ମଠ ଉଚ୍ଛେଦ ପ୍ରସଙ୍ଗରେ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ପରାମର୍ଶ ଗ୍ରହଣ କରନ୍ତୁ ବୋଲି ଗୁରୁବାର ଦିନ ଓଡିଶା ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଖୁବଶୀଘ୍ର ଏକ ରିପୋର୍ଟ ପ୍ରଦାନ…