ପୂଜା ବେଳେ ମାଆ ସରସ୍ୱତୀଙ୍କ ମୂର୍ତ୍ତିକୁ କଚାଡ଼ି ଭାଙ୍ଗିଦେଲେ ୨ ଭଉଣୀ
କାମାକ୍ଷାନଗର: ବିଦ୍ୟାଦାତ୍ରୀ ମାଆ ସରସ୍ୱତୀଙ୍କ ଆବାହନ ପ୍ରତିଟି ଶିକ୍ଷାନୁଷ୍ଠାନ ଉତ୍ସବ ମୁଖରିତ ହୋଇ ଉଠିଛି । ହେଲେ ଢେଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ଥାନା କଣ୍ଟପାଳ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉତ୍ତେଜନା ପ୍ରକାଶ ପାଇଛି ।
ଦୁଇ ଭଉଣୀଙ୍କ ହାଇଡ୍ରାମା ପାଇଁ ବିଦ୍ୟାଦାତ୍ରୀ…