Latest Odisha News

BREAKING NEWS

Browsing Tag

Gold Medal

ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪: ଗୋଲ୍ଡ ମେଡାଲ୍ ଜିତିବା ପରେ ନିଆରା ଢଙ୍ଗରେ ପ୍ରପୋଜ କଲେ ବଏଫ୍ରେଣ୍ଡ

ପ୍ୟାରିସ୍: ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ ଗେମ୍ସରେ ଚାଇନାର ଅଲିମ୍ପିଆନ୍ ହୁଆଙ୍ଗ ୟ କିଓନଗ ଏକ ସ୍ୱର୍ଣ୍ଣ ପଦକ ହାସଲ କରିବା ସହ ତାଙ୍କୁ ବିବାହ ପ୍ରସ୍ତାବ ମିଳିଛି। ଯାହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ୩୦ ବର୍ଷୀୟ ବ୍ୟାଡମିଣ୍ଟନ ଖେଳାଳି ଏବଂ ତାଙ୍କ ଡବଲ୍ସ ପାର୍ଟନର ଜେଙ୍ଗ ସିୱାଇ ଅଗଷ୍ଟ…

କୁସ୍ତିରେ ନବୀନଙ୍କୁ ସ୍ୱର୍ଣ୍ଣ, ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ମିଳିଲା ୧୨ତମ ଗୋଲ୍ଡ ମେଡାଲ

ନୂଆଦିଲ୍ଲୀ: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପଦକ ସଂଖ୍ୟା ବଢ଼ି ଚାଲିଛି । ୭୪ କେଜି ଫ୍ରି-ଷ୍ଟାଇଲ ବର୍ଗରେ ନବୀନଙ୍କୁ ମିଳିଛି ସ୍ୱର୍ଣ୍ଣ ପଦକ । ପାକିସ୍ତାନର ମହମ୍ମଦ ଶରିଫ ତାହିରଙ୍କୁ ହରାଇ ନବୀନ କୁସ୍ତିରେ ସ୍ୱର୍ଣ୍ଣ ଜିତିଛନ୍ତି । କୁସ୍ତିରେ ଚଳିତ ବର୍ଷ ଭାରତକୁ ଷଷ୍ଠ ସ୍ୱର୍ଣ୍ଣ ପଦକ…

କମନଓ୍ୱେଲଥରେ ପ୍ରଥମ ସ୍ୱର୍ଣ୍ଣ ଜିତିଲେ ମୀରାବାଇ ଚାନୁ

ଭୁବନେଶ୍ୱର: କମନଓ୍ୱେଲଥରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଲେ ମୀରବାଇ ଚାନୁ । ଭାରୋତ୍ତଳନରେ ୪୯ କେଜି ମହିଳା ବର୍ଗରେ ମୀରାବାଇ ଚାନୁ ପ୍ରଥମ ସ୍ଥାନ ଅଧିକାର କରି ଭାରତକୁ ସ୍ୱର୍ଣ୍ଣ ଜିତି ଆଣିଛନ୍ତି । ସର୍ବମୋଟ ଚାନୁ ୨୦୧ କେଜି ଭାରା ଉତ୍ତୋଳନ କରି ଭାରତକୁ ଗୌରବାନ୍ୱିତ କରିଛନ୍ତି ।

ପାରାଲିମ୍ପିକ୍ସ ବ୍ୟାଡମିଣ୍ଟନରେ ଭାରତକୁ ସ୍ୱର୍ଣ୍ଣ ଦେଲେ କୃଷ୍ଣା ନାଗର

ଟୋକିଓ: ପାରାଲିମ୍ପିକ୍ସରେ ଭାରତ ଏଥର ସ୍ୱର୍ଣ୍ଣିମ ଇତିହାସ ଲେଖିଛି । ପାରା ବ୍ୟାଡିମିଣ୍ଟନରେ ଗତକାଲି ପ୍ରମୋଦ ଭଗତ ସ୍ୱର୍ଣ୍ଣ ଜିତିଥିବା ବେଳେ ଆଜି ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି କୃଷ୍ଣା ନାଗର । ପୁରୁଷ ସିଙ୍ଗଲ୍ସ ଝଐ୬ ବର୍ଗ ଫାଇନାଲରେ ହଂକଂ ବ୍ୟାଡମିଣ୍ଟନ ତାରକା ଚୁ ମ୍ୟାନ୍ କାଇଙ୍କୁ…

ସୁନା ଝିଅ ଅବନୀ ଲେଖରା, ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ଜିତିଲେ ସ୍ୱର୍ଣ୍ଣ

ଟୋକିଓ: ଟୋକିଓ ପାରାଲିମ୍ପିକ୍ସରେ ଭାରତୀୟ ଆଥଲେଟଙ୍କ ଦବଦବା ଜାରି ରହିଛି । ଜନ୍ମାଷ୍ଟମୀରେ ସୁଟିଂରୁ ଆସିଛି ଖୁସି ଖବର । ୧୦ ମିଟର ଏୟାର ରାଇଫଲରେ ସ୍ୱର୍ଣ୍ଣ ପଦକ ଜିତିଛନ୍ତି ମହିଳା ସୁଟର ଅବନୀ ଲେଖରା । ମୋଟ୍ ୨୪୯.୬ ପଏଣ୍ଟ ହାସଲ କରିଛନ୍ତି । ଯାହାକି ପାରାଲିମ୍ପିକ୍ସରେ ଏକ ରେକର୍ଡ ।…