ସୁନା ଦରରେ ହେଲା ପରିବର୍ତ୍ତନ: ଜାଣନ୍ତୁ, କ’ଣ ରହିଛି ମୂଲ୍ୟ !
ମୁମ୍ବାଇ: ସୁନା ଦର ଗତ ଦୁଇଦିନ ଧରି ଲଗାତର ହ୍ରାସ ପାଇ ଚାଲିଥିଲା । ଏବେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଘଟି ବୃଦ୍ଧି ପାଇଛି ବଜାର ଦର ।
ଭାରତରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧୦୦ ଟଙ୍କା ବୃଦ୍ଧି ପାଇ ୪୭,୦୦୦ ରୁ ୪୭,୧୦୦ ହୋଇଛି । ସେହିପରି ଭାବେ ୨୨ କ୍ୟାରେଟ୍ ସୁନାର…