ଜାଣନ୍ତୁ କେଉଁଠି ମିଳୁଛି ୨୨ କ୍ୟାରେଟ୍ ଗୋଲ୍ଡ ପ୍ଲେଟେଡ୍ ବଡା ପାଓ
ଭୁବନେଶ୍ୱର: ମୁମ୍ବାଇର ବଡା ପାଓ (ପାଉଁରୁଟି, ଆଳୁଚପ୍) କେବଳ ଭରତ ନୁହେଁ ବରଂ ସାରା ବିଶ୍ୱରେ ବେଶ ପରିଚିତ । ତେବେ ନିକଟରେ ଦୁବାଇରେ ବଡା ପାଓର ଏକ ଅପଗ୍ରେଡ୍ ଭର୍ସନ୍ ସାମ୍ନାକୁ ଆସିଛି । ଗୋଲ୍ଡେନ୍ ବିରିଆନୀ ଓ ବର୍ଗର୍ ପରେ ଏବେ ୨୨ କ୍ୟାରେଟ୍ ଗୋଲ୍ଡେନ୍ ବଡା ପାଓ ଚର୍ଚ୍ଚାର…