Latest Odisha News

BREAKING NEWS

Browsing Tag

goods train

ପୁଣି ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଇଞ୍ଜିନ୍

ବାଲେଶ୍ୱର: ଏକ କୋଇଲା ବୋଝେଇ ମାଲବାହୀ ଗାଡ଼ିର ଇଞ୍ଜିନ୍ ୱାଗନକୁ ଛାଡ଼ି ପଳାଇଛି । ସପ୍ତାହକ ମଧ୍ୟରେ ଏଭଳି ଦ୍ୱିତୀୟ ଘଟଣା ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ସୋର ରେଲୱେ ଷ୍ଟେସନରେ ଏକ କୋଇଲା ବୋଝେଇ ମାଲବାହୀ ଗାଡ଼଼ି ୱାଗନକୁ ଛାଡ଼ି ୨ କିଲୋମିଟର ପଳାଇଛି । ସୂଚନା ଅନୁସାରେ,…

ୱାଗନ୍ ଛାଡ଼ି ପଳାଇଲା ମାଲବାହୀ ଟ୍ରେନର ଇଞ୍ଜିନ୍

ଭୁବନେଶ୍ୱର: ୱାଗନ୍ ଛାଡ଼ି ପଳାଇଲା ଇଞ୍ଜିନ୍ । ଭୁବନେଶ୍ୱରର ବାଣୀବିହାର ଷ୍ଟେସନ ନିକଟରେ ଆଜି ଏକ ମାଲବାହୀ ଟ୍ରେନ୍ ଇଞ୍ଜିନ୍ କିଛି ବଗି ଛାଡ଼ି ପଳାଇଥିଲା । ମେରାମୁଣ୍ଡଳୀ ଅଭିମୁଖେ ଯାଉଥିବା ଟ୍ରେନର କିଛି ବଗି ବାଣୀବିହାର ଷ୍ଟେସନରେ ରହି ଯାଇଥିବା ବେଳେ କିଛି ବଗି ସହ ଆଗକୁ ପଳାଇଥିଲା…

ମଝିରୁ ଅଲଗା ହୋଇଗଲା ମାଲବାହୀ ଟ୍ରେନ୍

ଭବାନୀପାଟଣା: ରେଳବାଇ ପିଛା ଛାଡ଼ୁନି ଟ୍ରେନ୍ ଦୁର୍ଘଟଣା । କଳାହାଣ୍ଡି ଜିଲ୍ଲା କେସିଙ୍ଗାରେ ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଟଳି ଯାଇଛି । କେସିଙ୍ଗା ରେଲୱେ ଷ୍ଟେସନରେ ଏକ ମାଲବାହୀ ଟ୍ରେନର ୱାଗନ ହଠାତ୍ ମଝିରୁ ଅଲଗା ହୋଇ ଯାଇଥିଲା । ସୂଚନା ଅନୁସାରେ, ମାଲବାହୀ ଟ୍ରେନଟିରେ ଦାମନଯୋଡ଼ିରୁ…

ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର ଜିଲ୍ଲା କୋରେଇ ରେଳଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ୩ ଜଣଙ୍କ ମୃତ୍ୟୁ ଘଟଣାରେ ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତ ପରିବାର ପାଇଁ ୨ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଆଜି ସକାଳ ୬ଟା ୪୪ରେ ମାଲବାହୀ ଟ୍ରେନ…

କୋରେଇ ଷ୍ଟେସନକୁ ମାଡ଼ିଗଲା ମାଲବାହୀ ଟ୍ରେନ,୩ ମୃତ

କୋରେଇ: ଯାଜପୁର ଜିଲ୍ଲା କୋରେଇ ରେଳଷ୍ଟେସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ ହୋଇ ୩ ଜଣଙ୍କ ମୃତ୍ୟୁ ହୋଇଛି ।  ଭାରସାମ୍ୟ ହରାଇ ଷ୍ଟେସନ ଭିତରକୁ ମାଲବାହୀ ଟ୍ରେନ ମାଡିଯାଇଛି । ବଗିଗୁଡିକ ଗୋଟିଏ ଉପରେ ଗୋଟିଏ ଚଢି ରହିଛି । ଷ୍ଟେସନକୁ ଟ୍ରେନଟି ହଠାତ୍ ମାଡିଯିବାରୁ ଗୋଟିଏ ବଗି ଉପରେ ଆଉ ଗୋଟିଏ…

ମୁନିଗୁଡା ରେଳଷ୍ଟେସନରେ ମାଲବାହୀ ଟ୍ରେନର ୪ଟି ବଗିରେ ଅଗ୍ନିକାଣ୍ଡ

ରାୟଗଡା : ରାୟଗଡା ଜିଲ୍ଲା ମୁନିଗୁଡା ରେଲୱେ ଷ୍ଟେସନ ନିକଟରେ ଶନିବାର ଦିନ ଏକ ମାଲଗାଡି ଟ୍ରେନର ୪ଟି ବଗିରେ ଅଗ୍ନିକାଣ୍ଡ ଘଟିଛି । ମିଳିଥିବା ସୂଚନାନୁଯାୟୀ କୋଇଲା ବୋଝେଇ ଟ୍ରେନଟି ବିଶାଖାପାଟଣାରୁ ଦରଭଙ୍ଗା ଅଭିମୁଖେ ଯାଉଥିବା ନେଇ ଜଣାପଡିଛି । ଏହି ଖବର ଜଣାପଡିବା ପରେ ଟ୍ରେନକୁ ଅଟକା…