ଖୁବ ଶୀଘ୍ର ବନ୍ଦ ହୋଇଯିବ ଗୁଗୁଲର ଏହି ସେବା
ନୂଆଦିଲ୍ଲୀ: ଗୁଗୁଲ ଗତ ସପ୍ତାହରେ ଘୋଷଣା କରିଥିଲା ଯେ, କମ୍ପାନୀ ତାର କ୍ଲାଉଡ ବେସ୍ଡ ଗେମ ଷ୍ଟ୍ରିମିଂ ସର୍ବିସ ଗୁଗୁଲ ଷ୍ଟେଡ଼ିଆକୁ ବନ୍ଦ କରିବାକୁ ଯାଉଛି । ଗୁଗୁଲ ସେତେବେଳେ ସ୍ପଷ୍ଟ କରି ଦେଇଥିଲା ଯେ, ଜାନୁଆରୀ ୧୮ , ୨୦୨୩ ରେ ଷ୍ଟେଡିଆର ସର୍ଭର ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦେବ । ନୂଆ…