Latest Odisha News

BREAKING NEWS

Browsing Tag

Gopal Das

ଘାଣ୍ଟୁଛି କ୍ରାଇମବ୍ରାଞ୍ଚ, ଗାନ୍ଧୀ ଛକ ଫାଣ୍ଡିରେ ଥିବା ପୁରୁଣା କାରରୁ ମିଳିଲା ଡାଏରୀ

ଝାରସୁଗୁଡ଼ା: ଗୋପାଳକୁ ନେଇ ଘାଣ୍ଟୁଛି କ୍ରାଇମବ୍ରାଞ୍ଚ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଗୋପାଳକୁ ରିମାଣ୍ଡରେ ନେଇ ଖୋଳାତାଡ଼ ଜାରି ରଖିଛି । ଆଜି ଗୋପାଳ ଦାସର ଘରେ ଯାଞ୍ଚ ପରେ କ୍ରାଇମବ୍ରାଞ୍ଚ ଗାନ୍ଧୀ ଛକ ଫାଣ୍ଡିରେ ପହଞ୍ଚିଥିଲା । ଫାଣ୍ଡିରେ ଯାଞ୍ଚ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ଡିଜିପି କହିଲେ ‘ଟିକେ ସମୟ ଲାଗିବ’

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ୬ ଦିନ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି । ଡିଜିପି ସୁନୀଲ ବଂଶଲ କହିଛନ୍ତି, ଘଟଣା ପରେ ତତକ୍ଷଣାତ୍ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସେଠି କ୍ୟାମ୍ପ କରି ତଦନ୍ତ…

ଗୋପାଳର ସୁରକ୍ଷା ନେଇ ଚିନ୍ତା ପ୍ରକଟ କଲେ ଜୟ ନାରାୟଣ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ । ଏବେ କ୍ରାଇମବ୍ରାଞ୍ଚ ଗୋପାଳକୁ ରିମାଣ୍ଡରେ ନେଇ ଛାନଭିନ୍ କରୁଛି । ବୁଧବାର ଝାରସୁଗୁଡ଼ା ବିମାନ ବନ୍ଦର ଥାନା ପାଇଖାନା ଟାଙ୍କି ଭାଙ୍ଗି କ୍ରାଇମବ୍ରାଞ୍ଚ ଅଧିକାରୀ ଗୋପାଳର ହାତ ଲେଖା ଟୁକୁଡ଼ା…

ନବ ଦାସଙ୍କୁ ଗୁଳି କରିଥିବା ମାନିଲା ଗୋପାଳ ଦାସ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଗୋପାଳ ମାନିଲା ଗୁଳି କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା କଥା ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସ ମାନିଛି । ଏକଥା ଗଣମାଧ୍ୟମକୁ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସୋମବାର ଅପରାହଣରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲା, କେତେ ଆଗେଇଛି କ୍ରାଇମବ୍ରାଞ୍ଚ ତଦନ୍ତ ?

ଭୁବନେଶ୍ୱର: ଗୋପାଳ-ଗୁଳି-ଗୁମର । କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ଏଏସ୍ଆଇ ଗୋପାଳ ? ବ୍ୟକ୍ତିଗତ ଶତ୍ରୁତା ଥିଲା ନା କାହା ପରୋତ୍ସନାରେ ଗୋପାଳ ଏଭଳି କାଣ୍ଡ ଭିଆଇଲା ? ଗୋପାଳର ଗୁଳିମାଡ଼ ପଛରେ ଅଛି କି ଆଉ କିଛି ବଡ଼ ଷଡ଼ଯନ୍ତ୍ର ? ଏସବୁ ଦିଗରେ କ୍ରାଇମବ୍ରାଞ୍ଚର ୨ଟି…

ଗିରଫ ପରେ ଚାକିରିରୁ ବିଦା ହେଲେ ଏଏସ୍ଆଇ ଗୋପାଳ ଦାସ

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଏଏସ୍ଆଇ ଗୋପାଳ ଦାସଙ୍କୁ ଚାକିରିରୁ ବିଦା କରାଯାଇଛି । କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରିବା ପରେ ଚାକିରିରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଏଏସଆଇ ଗୋପାଳ ଦାସ ଗାନ୍ଧୀ ଛକ ଫାଣ୍ଡିରେ ମୁତୟନ ଥିଲେ । ଗତକାଲି…