ନୋଭାକ୍ ଜୋକୋଭିଚଙ୍କ କୋଚଙ୍କୁ କରୋନା
ବିଶ୍ୱର ଏକ ନମ୍ୱର ଟେନିସ୍ ଖେଳାଳି ନୋଭାକ୍ ଜୋକୋଭିଚଙ୍କ ପରେ ତାଙ୍କ କୋଚ୍ ଗୋରାନ୍ ଇଭାନିସେବିଚଙ୍କୁ କରୋନା । ତାଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ୍ ବାହାରିଛି । ଏହାପରେ ହୋମ୍ ଆଇସୋଲେସନରେ ଅଛନ୍ତି ଗୋରାନ୍ ।
ଗୋରାନ୍ କହିଛନ୍ତି, ଜୋକୋଭିଚଙ୍କ ଦ୍ୱାରା ଆୟୋଜିତ ଏକ ପ୍ରଦର୍ଶନୀ…