Latest Odisha News

BREAKING NEWS

Browsing Tag

Government of India

ଶାନ୍ତି ପାଇଁ ଭାରତ-ଚୀନ ସହମତି, ଫୋନ୍‌ରେ ୱାଙ୍ଗ ୟିଙ୍କ ସହ କଥା ହେଲେ ଜୟଶଙ୍କର

ନୂଆଦିଲ୍ଲୀ: ଘାଟିରେ ଶାନ୍ତି ପାଇଁ ସହମିତି ପ୍ରକାଶ କଲେ ଭାରତ-ଚୀନ । ଲଦାଖର ଗଲୱାନ ଘାଟିରେ ସୋମବାର ରାତିରେ ଘଟିଥିବା ସଂଘର୍ଷ ପରେ ଭାରତର ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଚାଇନାର ପ୍ରତିପକ୍ଷ ୱାଙ୍ଗ ୟିଙ୍କ ସହ ଆଲୋଚନା କରିଛନ୍ତି । ଦୁହେଁ ଫୋନ୍ ଯୋଗେ କଥା ହୋଇଛନ୍ତି । ଏହି…

ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର

ନୂଆଦିଲ୍ଲୀ: ପୁଣି ବଢ଼ିଲା ପେଟ୍ରୋଲ, ଡିଜେଲ ଦର । ଅଶୋଧିତ ତେଲର ଦାମ ବ୍ୟାରେଲ ପିଛା ୪୦ ଡଲାର ବଢ଼ିଛି । ଫଲରେ ପେଟ୍ରୋଲ ଏବଂ ଡିଜେଲ ଲିଟର ପିଛା ୬୦ ପଇସା ଲେଖାଏଁ ବୃଦ୍ଧି ପାଇଛି । ସୂଚନା ଯୋଗ୍ୟ ଯେ, ଲକଡାଉନ୍ ସମୟରେ ଅଶୋଧିତ ତେଲର ଦାମ୍ କମିଥିଲା । ହେଲେ ସରକାର ଦରରେ କୌଣସି…

ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସମସ୍ତ ବକେୟା ଆୟକର ରିଟର୍ଣ୍ଣ ତୁରନ୍ତ ପ୍ରଦାନ କରିବେ ସରକାର

ଭୁବନେଶ୍ୱର: କୋଭିଡ-୧୯ ସଂକ୍ରମଣ ପରିସ୍ଥିତିକୁ ଦୃଷ୍ଟିରେ ରଖି ବ୍ୟବସାୟିକ ସଂସ୍ଥା ଏବଂ ବ୍ୟକ୍ତିବିଶେଷଙ୍କୁ ତୁରନ୍ତ ରିହାତି ଦେବା ଉଦ୍ଦେଶ୍ୟରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟକର ରିଫଣ୍ଡ ତୁରନ୍ତ ପ୍ରଦାନ କରିବା ଲାଗି ଆୟକର ବିଭାଗ ଘୋଷଣା କରିଛି । ]ଏହା ଦ୍ୱାରା ୧୪ ଲକ୍ଷ ଟିକସଦାତା ଉପକୃତ…

ଚାକିରିଆଙ୍କୁ ଆଶ୍ୱସ୍ତି, କଟିବନି ଦରମା କି ବରଖାସ୍ତ ହେବେନି କର୍ମଚାରୀ

ଦିଲ୍ଲୀ: ଏଣିକି ଆଉ ଚାକିରିଆଙ୍କୁ ଚିନ୍ତା କରିବାକୁ ପଡିବ ନାହିଁ । ଲକ୍‌-ଡାଉନ୍ ହେଉ କି ଜନତା କର୍ଫ୍ୟୁ । ଜରୁରୀକାଳୀନ ସ୍ଥିତରେ ଘରେ ରହିଲେ ବି ମିଳିବ ପୂରା ଦରମା । ଏପରିକି ଚାକିରି ଯିବାର ବି ଭୟ ନାହିଁ । ଲକ୍‌-ଡାଉନ୍ ଓ ଜନତା କର୍ଫ୍ୟୁ ଭଳି ଶବ୍ଦ ସାଧାରଣ ଲୋକଙ୍କୁ ଦେଇଛି ନୂଆ…

ନଟିଆ ଦେଲା କରୋନା ସଚେତନତା ବାର୍ତ୍ତା

ଭୁବନେଶ୍ୱର: କରୋନା ସଂକ୍ରମଣ ଏବେ ସାରା ବିଶ୍ୱ ପାଇଁ ଚିନ୍ତାର ବିଷୟ ହୋଇଛି । ସୋସିଆଲ ମିଡିଆରେ ଲୋକଙ୍କୁ ସଚେତନ କରିବା ପାଇଁ କେଉଁଠି ଭିଡିଓ ତିଆରି ହେଉଛି ତ କେଉଁଠି ସଙ୍ଗୀତ ପ୍ରସ୍ତୁତ ହୋଇଛି । ତେବେ ଏସବୁ ଭିତରେ କମେଡି ମାଷ୍ଟର ନଟିଆ ବି ପଛରେ ନାହିଁ । ନଟିଆ ନିଜ ଭିଡିଓ ‘କରୋନା ସହ…

କରୋନା ପରିପ୍ରେକ୍ଷୀରେ ଟେଲିକମ ସେବା ଜାରି ରଖିବାକୁ କମ୍ପାନୀଙ୍କୁ ଭାରତ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: କରୋନା ସଂକ୍ରମଣ ଯୋଗୁଁ ଦେଶର ଅନେକ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରାଯାଇଛି । ଏହି ପରିପ୍ରେକ୍ଷୀରେ ଭାରତ ସରକାରଙ୍କ ଟେଲିକମ ବିଭାଗ ପକ୍ଷରୁ ସମସ୍ତ ଟେଲିକମ କମ୍ପାନୀମାନଙ୍କୁ ନିରବଚ୍ଛିନ୍ନ ଟେଲି ଯୋଗାଯୋଗ ବ୍ୟବସ୍ଥା ଜାରି ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଲକ୍ ଡାଉନ୍…

ଗୁଜବ ରୋକିବା ପାଇଁ ମାଇଁଗଭ କରୋନା ହେଲ୍ପ ଡେସ୍କ ଆରମ୍ଭ କଲେ ଭାରତ ସରକାର

ନୂଆଦିଲ୍ଲୀ: କରୋନା ଭୁତାଣୁ ସଂକ୍ରମଣ ନେଇ ଜନସାଧାରଣରେ ଭୟ ସୃଷ୍ଟି ହୋଇଥିବା ବେଳେ ସୋସିଆଲ ମିଡିଆରେ ଗୁଜବ ଓ ମିଥ୍ୟା ଖବର ପ୍ରସାର ରୋକିବା ପାଇଁ ଭାରତ ସରକାର ହ୍ଵାଟ୍ସଆପରେ ଏକ ଚାଟ-ବଟ ମାଇଁଗଭ କରୋନା ହେଲ୍ପ ଡେସ୍କ ଆରମ୍ଭ କରିଛନ୍ତି । ଏହା ଜରିଆରେ କରୋନା ମହାମାରୀ ଉପରେ ଲୋକଙ୍କ…