ଶକ୍ତିକାନ୍ତଙ୍କୁ ଗଭର୍ଣ୍ଣର ଅଫ୍ ଦି ଇୟର ପୁରସ୍କାର
ନୂଆଦିଲ୍ଲୀ : ସେଣ୍ଟ୍ରାଲ୍ ବ୍ୟାଙ୍କିଙ୍ଗ୍ ପକ୍ଷରୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଳିଲା ଗଭର୍ଣ୍ଣର ଦି ଇୟର ପୁରସ୍କାର । ସେଣ୍ଟ୍ରାଲ ବ୍ୟାଙ୍କିଙ୍ଗ୍ ହେଉଛି ଏକ ପ୍ରକାଶନୀ ସଂସ୍ଥା । ୨୦୧୫ରେ ଏହା ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ରାଜନଙ୍କୁ ଏହି…