Latest Odisha News
Browsing Tag

Govt

ଜାନୁଆରୀ ୧ ଯାଏଁ ବାଣ ଉତ୍ପାଦନ ଓ ବିକ୍ରି ଉପରେ ରୋକ୍ ଲଗାଇଲେ ସରକାର

ନୂଆଦିଲ୍ଲୀ: ଆସନ୍ତା ଶୀତ ଋତୁରେ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ସରକାର ସୋମବାର ବାଣ ଉତ୍ପାଦନ, ବିକ୍ରୟ ଏବଂ ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଏହି କଟକଣା ୨୦୨୫ ମସିହା ଜାନୁଆରୀ ୧ ଯାଏଁ ବଳବତ୍ତର ରହିବ। ପରିବେଶ ମନ୍ତ୍ରୀ ଗୋପାଳ ରାୟ ଏନେଇ ସୂଚନା ଦେବା ସହ…

ଲାଟେରାଲ୍ ନିଯୁକ୍ତି ଉପରେ ରୋକ ଲଗାଇଲା କେନ୍ଦ୍ର

ନୂଆଦିଲ୍ଲୀ: କେନ୍ଦ୍ର ଜନସେବା ଆୟୋଗ (ୟୁପିଏସସି) କୁ ମଙ୍ଗଳବାର ଦିନ ଚିଠି ଲେଖି ଲାଟେରାଲ ଏଣ୍ଟ୍ରି ନିଯୁକ୍ତି ପାଇଁ ବିଜ୍ଞାପନ ପ୍ରତ୍ୟାହାର କରିବାକୁ ଅନୁରୋଧ କରିଛନ୍ତି କେନ୍ଦ୍ର ସରକାର। କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ ୟୁପିଏସ୍‌ସି ଚେୟାରମ୍ୟାନ୍‌ ପ୍ରୀତି ସୁଦାନଙ୍କୁ ଚିଠି…

‘ବିଭ୍ରାନ୍ତିକର ବିଜ୍ଞାପନ ଓ ପ୍ରଚାର ନିରାକରଣ ମାର୍ଗଦର୍ଶିକା, ୨୦୨୨’ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଳୀ: କେନ୍ଦ୍ର ସରକାରଙ୍କ ଉପଭୋକ୍ତା ବ୍ୟାପାର ବିଭାଗ ଅଧୀନ କେନ୍ଦ୍ର ଉପଭୋକ୍ତା ସୁରକ୍ଷା ପ୍ରାଧିକରଣ (ସିସିପିଏ) ପକ୍ଷରୁ ‘ବିଭ୍ରାନ୍ତିକର ବିଜ୍ଞାପନ ପାଇଁ ଭ୍ରମାତ୍ମକ ବିଜ୍ଞାପନ ଓ ପ୍ରଚାର ନିରାକରଣ ମାର୍ଗଦର୍ଶିକା, ୨୦୨୨’ର ବିଜ୍ଞପ୍ତି ଜାରି କରାଯାଇଛି । ଭ୍ରମାତ୍ମକ ବିଜ୍ଞାପନ…

ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତି ପାଇଁ ପିଏଚଡି ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ସହକାରୀ ପ୍ରଫେସର ନିଯୁକ୍ତି ପାଇଁ ପିଏଚଡି ଡିଗ୍ରୀ ବାଧ୍ୟତାମୂଳକ ନୁହେଁ କେନ୍ଦ୍ର ସରକାର କହିଛନ୍ତି। ୨୦୧୮ରେ (UGC) ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପ୍ରବେଶ ସ୍ତରୀୟ ପଦବୀ ନିଯୁକ୍ତି ପାଇଁ ଏକ ମାନଦଣ୍ଡ ସ୍ଥିର କରିଥିଲା।…