ଲୋକଙ୍କ ସୁରକ୍ଷା ନେଇ ପ୍ରଶାସନ ପ୍ରସ୍ତୁତ ….
ଭୁବନେଶ୍ୱର: ମାଡ଼ି ଆସୁଛି ୟାସ୍ । ବାତ୍ୟାରେ ଉତ୍ତର ଉପକୂଳ ଓଡ଼ିଶା ବିଶେଷ ପ୍ରଭାବିତ ହେବାର ଆଶଙ୍କା ରହିଛି । ଧନଜୀବନ ସୁରକ୍ଷା ପାଇଁ ସରକାର ପଦକ୍ଷେପ ନେଇଛନ୍ତି । ବାତ୍ୟା ପାଇଁ ୧୩ ଗୋଟି ଜିଲ୍ଲାରେ ୬୮୯୧ଟି ଆଶ୍ରୟସ୍ଥଳୀ ପ୍ରସ୍ତୁତ ରହିଛି । ଆଶ୍ରୟସ୍ଥଳରୀ ଶୁଖିଲା ଓ ରନ୍ଧା ଖାଦ୍ୟ ସହ…