ମୋଦି ସରକାରଙ୍କ ମହିଳା ସଶକ୍ତିକରଣ ଯୋଜନାର ପ୍ରଚାର ପାଇଁ ବିଭିନ୍ନ ସ୍ଥାନରେ ‘ମହିଳା ସମାବଶ’ ଆୟୋଜନ
ଭୁବନେଶ୍ୱର: ଆତ୍ମନିର୍ଭର ଭାରତ ଗଠନରେ ମହିଳାଙ୍କ ଭୁମିକାକୁ ମୋଦି ସରକାର ଅତ୍ୟନ୍ତ ଗୁରୁତ୍ୱ ଦେଉଛନ୍ତି ବୋଲି କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗ ଦେଇ ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି । ଏହି ଅବସରରେ କେନ୍ଦ୍ରୀୟ ଯୋଜନାର ହିତାଧିକାରୀ ମା ଓ ଭଉଣୀଙ୍କୁ ଶ୍ରୀ ମହାନ୍ତି…