ଚର୍ଚ୍ଚାରେ ମିସ୍ ୟୁନିଭର୍ସଙ୍କ ଗାଉନ୍
ନୂଆଦିଲ୍ଲୀ : ମିସ୍ ୟୁନିଭର୍ସ ଥାଇଲ୍ୟାଣ୍ଡ -୨୦୨୨ ଆନା ସୁଏଙ୍ଗମ୍-ଇୟାମ ଏବେ ଚର୍ଚ୍ଚାରେ । ସୋଡା ଡ୍ରାଫ୍ଟ କ୍ୟାନ ପୁଲ ଟ୍ୟାବରେ ନିର୍ମିତ ଏକ ଚମତ୍କାର ଗାଉନ୍ ପିନ୍ଧି ଚର୍ଚ୍ଚାରେ ରହିଛନ୍ତି ଏନା । ଏହି ଗାଉନ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଜାନୁଆରୀ ୧୨ ତାରିଖ ରାତିରେ…