Latest Odisha News
Browsing Tag

Grant bail

ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ୍‌

ଭୁବନେଶ୍ବର: ପାଠକ ବାପ-ପୁଅଙ୍କୁ ମିଳିଲା ଜାମିନ । ଆଇଏଫ୍ଏସ୍‌ ଅଭୟ ପାଠକ ଏବଂ ତାଙ୍କ ପୁଅ ଆକାଶଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଟ୍ରାଭେଲ୍ସ୍ ବିଲ୍‌ ଠକେଇ ମାମଲା​‌ରେ ଉଭୟ ବାପ-ପୁଅଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ୨ ଲକ୍ଷ ଟଙ୍କାର ୨ ଜଣ ଜାମିନଦାରଙ୍କ ବଦଳରେ…

ଆୟୁଷ ନିର୍ଦ୍ଦେଶକଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଆୟୁଷ ନିର୍ଦ୍ଦେଶକ ବିଭୁ ପ୍ରସାଦ ଷଡଙ୍ଗୀଙ୍କୁ ଜାମିନ ମିଳିଛି । ୧୦ହଜାର ଟଙ୍କା ଓ ଦୁଇ ମୁଚାଲିକାଙ୍କ ପ୍ରତି ବଦଳରେ ତାଙ୍କୁ ଜାମିନ ମିଳିଛି । ଭୁବନେଶ୍ୱର ଅତିରିକ୍ତ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ମିଳିଛି । ଗତ ୯ ତାରିଖରେ ଆୟୁଷ ନିର୍ଦ୍ଦେଶକ ନିଜ ଅଫିସର ଜଣେ ମହିଳା…