ମାଷ୍ଟର କ୍ୟାଣ୍ଟିନ ଗ୍ରୀନ ଚିଲ୍ଲିଜରେ ନାହିଁ ସଫା ସୁତୁରା; ସାତ ଦିନ ପାଇଁ ସିଲ୍ କଲା ବିଏମସି
ଭୁବନେଶ୍ୱର: ମାଷ୍ଟର କ୍ୟାଣ୍ଟିନ ସ୍ଥିତ ଗ୍ରୀନ ଚିଲ୍ଲିଜ ରେସ୍ତୋରାଁରେ ସଫା ସୁତୁରା ନାହିଁ । ଅସ୍ୱାସ୍ଥ୍ୟକର ପରିବେଶରେ ତିଆରି ହେଉଥିଲା ଖାଦ୍ୟ । ବୁଧବାର ବିଏମସି ପକ୍ଷରୁ ଯାଞ୍ଚ ସମୟରେ ଗ୍ରୀନ ଚିଲ୍ଲିଜରେ ଅବ୍ୟବସ୍ଥା ଧରାପଡ଼ିଥିଲା ।
ବୁଧବାର ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ…