ଶିତଦିନେ ଖାଆନ୍ତୁ ମେଥିଶାଗ, ଗଣ୍ଠି ଯନ୍ତ୍ରଣାରୁ ପାଇବେ ମୁକ୍ତି….
ଶିତଦିନେ ଟିକିଏ ଆମକୁ ଆମ ଶରୀର ପ୍ରତି ଅଧିକ ଧ୍ୟାନ ଦେବାକୁ ପଡ଼ିଥାଏ । ସେଥିପାଇଁ ଆମକୁ ସବୁଜ ପନିପରିବା ଖାଇବା ନିହାତି ଆବଶ୍ୟକ । ବିଶେଷ କରି ଶାଗ ଖାଇବା ନିହାତି ଦରକାର । ତେବେ ସବୁ ଶାଗ ମଧ୍ୟରେ ମେଥି ଶାଗ ଅନ୍ୟତମ । ମେଥିରେ ବହୁ ଔଷଧୀୟ ଗୁଣ ଭରି ରହିଥାଏ । ମେଥି ଶାଗରେ ପୋଟାସିୟମ,…