ହୋଟେଲ, ରେସ୍ତୋରାଁ ଖାଦ୍ୟ ବିଲରେ ସେବା ଶୁଳ୍କ ଆଦାୟ କରିପାରିବେ ନାହିଁ
ନୂଆଦିଲ୍ଲୀ: କୌଣସି ହୋଟେଲ କିମ୍ବା ରେସ୍ତୋରାଁ ସ୍ବତଃପ୍ରବୃତ ଭାବେ କିମ୍ବା ଭୁଲବଶତଃ ଖାଦ୍ୟ ବିଲ ଉପରେ ସେବା ଶୁଳ୍କ (ସର୍ଭିସ ଚାର୍ଜ) ଆଦାୟ କରିପାରିବେ ନାହିଁ । ଏନେଇ ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ସ୍ପଷ୍ଟ କରି ଦିଆଯାଇଛି । ହୋଟେଲ ଓ ରେସ୍ତୋରାଁରେ ସେବା ଶୁଳ୍କ ଲାଗୁ…