Latest Odisha News

BREAKING NEWS

Browsing Tag

gujarat

ନିର୍ବାଚନ ଲଢ଼ିବେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ

ଅହମଦାବାଦ: ଗୁଜରାଟ ବିଧାନସଭା ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀ ହାତ ଟେକି ଦେଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ ଓ ଉପ ମୁଖ୍ୟମନ୍ତ୍ରୀ ନୀତିନ ପଟେଲ ନିର୍ବାଚନ ଲଢ଼ିବେ ନାହିଁ ବୋଲି ଘୋଷଣା କରିଛନ୍ତି । ବିଜୟ ରୂପାଣୀ ଓ ନୀତିନ ପଟେଲଙ୍କ ବ୍ୟତୀତ ଆଉ…

ଈସୁଦାନ ଗଡ଼ବି ‘ଆପ୍’ର ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଅହମଦାବାଦ: ଆମ ଆଦମୀ ପାର୍ଟି ଗୁଜରାଟରେ ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରିଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ୍, ଈସୁଦାନ ଗଡ଼ବିଙ୍କୁ ଗୁଜରାଟ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରିଛନ୍ତି । ଏହା ପୂର୍ବରୁ ଅକ୍ଟୋବର ୨୯ରେ କେଜ୍ରିୱାଲ୍ ସୁରଟରେ ସାମ୍ବାଦିକ ସମ୍ମିଳନୀ…

ଆଜି ବାଜିବ ଗୁଜରାଟ ବିଗୁଲ୍

ଗୁଜରାଟ: ବାଜିବ ଗୁଜରାଟ ବିଗୁଲ୍ । ଗୁଜରାଟ ବିଧାନସଭା ନିର୍ବାଚନ ପାଇଁ ଆଜି ହେବ ତାରିଖ ଘୋଷଣା । ମଧ୍ୟାହ୍ନରେ ନିର୍ବାଚନ କମିଶନ କରିବେ ପ୍ରେସମିଟ । ଆଜି ତାରିଖ ଘୋଷଣା ନେଇ ପୂର୍ବରୁ ନିର୍ବାଚନ କମିଶନ ପ୍ରେସମିଟ୍ ଜରିଆରେ ସୂଚନା ଦେଇଥିଲେ । ଏଥର ବି ୨ଟି ପର୍ଯ୍ୟାୟରେ ନିର୍ବାଚନ…

ନଭେମ୍ବର ୧୨ରେ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନ ଲାଗି ଭୋଟ୍, ଡିସେମ୍ବର ୮ରେ ଗଣତି

ନୂଆଦିଲ୍ଲୀ: ହିମାଚଳ ପ୍ରଦେଶରେ ନୂଆ ସରକାର ଲାଗି ନଭେମ୍ବର ୧୨ ତାରିଖରେ ଭୋଟ୍ ଗ୍ରହଣ ହେବ । ଗୋଟିଏ ପର୍ଯ୍ୟାୟରେ ହିମାଚଳ ପ୍ରଦେଶରେ ମତଦାନ ହେବ । ଡିସେମ୍ବର ୮ ତାରିଖରେ ଭୋଟ୍ ଗଣତି କରାଯିବ । ଏନେଇ ଆଜି ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ହିମାଚଳ ବିଧାନସଭା…

“କଂଗ୍ରେସ ସରକାରରେ ରଥଯାତ୍ରା ବେଳେ ଗୁଜୁରାଟ ଲୋକଙ୍କ ଭିତରେ ଦଙ୍ଗା ଭୟ ଥିଲା”

ଗାନ୍ଧୀନଗର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗୁଜୁରାଟରେ ରଥ ଯାତ୍ରା ପାର୍ବଣ ସମୟରେ କଂଗ୍ରେସକୁ ସାଂଘାତିକ ସମାଲୋଚନା କରିଛନ୍ତି । କଂଗ୍ରେସ ସରକାର ସମୟରେ ଗୁଜୁରାଟରେ ରଥଯାତ୍ରା ବେଳେ ଲୋକେ ଦଙ୍ଗା ଭୟରେ ରହୁଥିଲେ । କୌଣସି ମୁହୂର୍ତ୍ତରେ ଦଙ୍ଗା ହେବାର ଭୟ ଲୋକଙ୍କ ଭିତରେ ରହୁଥିଲା ।…

500 ବର୍ଷ ପରେ କାଳୀକା ମାତାଙ୍କ ମନ୍ଦିରର ଧ୍ବଜା ଉଡ଼ାଇଲେ ପ୍ରଧାନମନ୍ତ୍ରୀ

ଆଜି ଗୁଜରାଟରେ ପ୍ରଧାନମନ୍ତ୍ରୀ ପାଭଗଡ ପାହାଡରେ  କାଳୀକା ମାତାଙ୍କ ନୂଆ ମନ୍ଦିରର ଉଦଘାଟନ କରିଛନ୍ତି । ମା କାଳୀଙ୍କ ଏହା ଥିଲା ପୁରାତନ ମନ୍ଦିର  ।  ମନ୍ଦିରର ପୁନଃ ବିକାଶ ଅତି ସୁନ୍ଦର ଦେଖାଯାଉଛି ।  ଏଥି ମଧ୍ୟରେ ମନ୍ଦିର ‘ପରିସର' ତିନି ସ୍ତରରେ ସମ୍ପ୍ରସାରଣ, ଷ୍ଟ୍ରିଟ୍ ଲାଇଟ୍‌,…

ହାର୍ଦ୍ଦିକଙ୍କ ଇସ୍ତଫା ବିଜେପି ଲେଖିଛି

ଭୁବନେଶ୍ୱର: ବୁଧବାର ସକାଳୁ ଗୁଜୁରାଟ କଂଗ୍ରେସ କାର୍ଯ୍ୟକାରୀ ସଭାପତି ହାର୍ଦ୍ଧିକ ପଟେଲ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ହାର୍ଦ୍ଦିକଙ୍କ ପାଇଁ ବିଜେପି ଇସ୍ତଫା ଲେଖିଦେଇଛି । ଇସ୍ତଫା ପତ୍ରରେ କଂଗ୍ରେସର ରାଜ୍ୟ ନେତା ଏବଂ ଦିଲ୍ଲୀ ସ୍ତରୀୟ ନେତାଙ୍କ ଉପରେ ପ୍ରବଳ ବର୍ଷିଛନ୍ତି । ଅତ୍ୟନ୍ତ…

ଗୁଜୁରାଟ ପାଇଁ କେଜ୍ରିୱାଲଙ୍କ ଦ୍ୱିତୀୟ ଆହ୍ୱାନ; ଶିକ୍ଷାରେ ଆଣିବେ ସଂସ୍କାର

ଭରୁଚ: ଗୁଜୁରାଟରେ କେଜ୍ରିୱାଲ ଶିକ୍ଷା ବ୍ଯବସ୍ଥା ସଂସ୍କାର କରିଦେବେ। ଘରେଇ ସ୍କୁଲ୍ ରୁ ପିଲା ଆସି ସରକାରୀ ସ୍କୁଲ ରେ ନାମ ଲେଖେଇବେ। ଦିଲ୍ଲୀ ରେଯେମିତି ସରକାରୀ ସ୍କୁଲ୍ ଗୁଡିକର ଉନ୍ନତିକରଣ କରାଯାଇଛି। ସେଭଳି ଶିକ୍ଷା ବିକାଶ ଗୁଜୁରାଟରେ ହେବ। ଶ୍ରମିକ ଦିବସରେ ରବିବାର ଅରବିନ୍ଦ…

[ଭିଡିଓ] ଯାତ୍ରୀବାହୀ ବସରେ ଲାଗିଲା ନିଆଁ, ଜୀଅନ୍ତା ଜଳିଗଲେ ମହିଳା

ଭୁବନେଶ୍ୱର: ବିଳାସମୟ ଯାତ୍ରୀବାହୀ ବସରେ ହଠାତ୍ ଲାଗିଥିଲା ନିଆଁ । ହୁତୁହୁତୁ ହୋଇ ଜଳିଗଲା ବସ୍ । ସେହି ବସରେ ଥିବା ଜଣେ ମହିଳା ଜୀଅନ୍ତା ଜଳିଯାଇଥିଲେ । ଅନ୍ୟପଟେ ଜଣେ ପୁରୁଷ ବ୍ୟକ୍ତି ଗଭୀର ଭାବେ ଆହତ ହୋଇଥିବା ସୂଚନା ରହିଛି । ଗତକାଲି ଗୁଜରାଟର ସୁରଟ୍ ସହରରେ ଏପରି ହୃଦୟ ବିଦାରକ…

ସୋସିଆଲ ମିଡିଆରେ ଟ୍ରେଣ୍ଡ୍‌ କରୁଛନ୍ତି ଗୁଜରାଟ ଯୋଗୀ

ନୂଆଦିଲ୍ଲୀ: ହିନ୍ଦୁ ଯୁବ ବାହିନୀଙ୍କ ଗୁଜୁରାଟର ଦାୟିତ୍ୱରେ ଥିବା ଯୋଗୀ ଦେବନାଥ ଟ୍ୱିଟରରେ ଟ୍ରେଣ୍ଡ କରୁଛନ୍ତି। ଅନେକ ଲୋକ ଯୋଗୀ ଦେବନାଥଙ୍କ ଫଟୋ ଟ୍ୱିଟରରେ ପୋଷ୍ଟ କରୁଛନ୍ତି ଏବଂ ତାଙ୍କୁ 'ଗୁଜୁରାଟର ଯୋଗୀ' ବୋଲି କହୁଛନ୍ତି। ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ…