Latest Odisha News

BREAKING NEWS

Browsing Tag

gujarat

ବ୍ଲାକ୍ ଫଙ୍ଗସ୍ ନେଉଛି ୫୦ ପ୍ରତିଶତ ଆକ୍ରାନ୍ତଙ୍କ ଜୀବନ, ମହାରାଷ୍ଟ୍ର ଓ ଗୁଜରାଟ ବେଶି ପ୍ରଭାବିତ

ନୂଆଦିଲ୍ଲୀ: ଦେଶ କରୋନା ସହ ଲଢ଼ୁଛି । ଏବେ ଦେଶରେ ୩୦ ଲକ୍ଷରୁ ଅଧିକ ସକ୍ରିୟ ସଂକ୍ରମିତ ଅଛନ୍ତି । କରୋନା ମହାମାରୀ ବେଳେ ବ୍ଲାକ୍ ଫଙ୍ଗସ୍ ଚିନ୍ତାର କାରଣ ପାଲଟିଛି । କରୋନା ଲକ୍ଷଣ ଥିବା ଲୋକଙ୍କ ଠାରେ ମ୍ୟୁକରମାଇକୋସିସ୍ ବା ବ୍ଲାକ ଫଙ୍ଗସ୍ ଲକ୍ଷଣ ଦେଖାଯାଉଛି । ମହାରାଷ୍ଟ୍ର, ଗୁଜରାଟ ଓ…

କରୋନାରେ ଆଉ ଜଣେ ରାଜନେତା ସଂକ୍ରମିତ

ଅହମ୍ମଦାବାଦ: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ପଜିଟିଭ ସଂଖ୍ୟା ବଢ଼ିବାରେ ଲାଗିଛି। ଏଥିରୁ ବାଦ୍ ପଡିନାହାନ୍ତି ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନେତା ଓ ସେଲିବ୍ରିଟି ମାନେ। https://twitter.com/ANI/status/1385926319477719044?s=20 ଏବେ ଗୁଜୁରାଟର…

ଦୁଇଟି ଟ୍ରକ ମଧ୍ୟରେ ଧକ୍କାରୁ ୯ ଜଣଙ୍କର ମୃତ୍ୟୁ, ୧୭ ଆହତ

ଭଦୋଦରା: ଗୁଜରାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଟ୍ରକ ମଧ୍ୟରେ ଧକ୍କା ହେବାରୁ ୯ ଜଣଙ୍କର ମୃତ୍ୟୁ ହୋଇଛି । ଆହତ ହୋଇଛନ୍ତି ୧୭ ଜଣ । ଭଦୋଦରାରେ ଓ୍ୱାଘଡିଆ କ୍ରସିଂ ହାଇଓ୍ୱେରେ ଆଜି ସକାଳୁ ସକାଳୁ ଏହି ଦୁର୍ଘଟଣା ଘଟିଛି । ଆହତ ୧୭ ଜଣଙ୍କୁ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପାଇଁ…

ଗୁଜରାଟରେ ଜଳିଗଲା ପ୍ଲାଷ୍ଟିକ ଫ୍ୟାକ୍ଟ୍ରି, ଦେଖନ୍ତୁ ଭୟାବହ ଅଗ୍ନିକାଣ୍ଡର ଭିଡିଓ

ଗୁଜରାଟ: ଜଳିଗଲା ପ୍ଲାଷ୍ଟିକ ଫ୍ୟାକ୍ଚ୍ରି । ଗୁଜରାଟର ବଲସାଡରେ ଏହି ଭୟାବହ ଅଗ୍ନିକାଣ୍ଡ ହୋଇଛି । ହୁ ହୁ ହୋଇ ଜଳି ଯାଉଛି ପ୍ଲାଷ୍ଟିକ ଫ୍ୟାକ୍ଟ୍ରି । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ପୁରୀ ଫ୍ୟାକ୍ଟ୍ରି ଜଳୁଛି । ଖବରପାଇ ଘଟଣାସ୍ଥଳରେ ପହଞ୍ଚିଛନ୍ତି…

ଅଶୁଭ ୨୦୨୦, ଗୁଜରାଟରେ ଭୟଙ୍କର ଅଗ୍ନିକାଣ୍ଡ !

ଗୁଜରାଟ: ଅଶାନ୍ତ ୨୦୨୦ରେ ଉଠିଲା ଆଉ ଏକ ଜୁଆର । ଗୁଜରାଟ ଭଲସାଦ୍‌ରେ ଭୟଙ୍କର ଅଗ୍ନିକାଣ୍ଡ । ଆଜି ଅପରାହ୍ନରେ ଭାପି ସହରର ଭଲସାଦ୍‌ରେ ଏକ କେମିକାଲ୍ ଫ୍ୟାକ୍ଟ୍ରି ଅଜଣା କାରଣରୁ ନିଆଁ ଘେରରେ ଫସି ରହିଛି । ଘଟଣାସ୍ଥଳରେ ୮ଟି ଦମକଳ ଗାଡି ନିଆଁ ଲିଭାଇବାରେ ନିୟୋଜିତ ହୋଇଛନ୍ତି । ଏହି ଛାତି…

ଲ୍ୟାଣ୍ଡଫଲ୍ କଲା ନିସର୍ଗ

ମୁମ୍ବାଇ: ସିଭିୟର୍ ସାଇକ୍ଲୋନିକ୍ ଷ୍ଟର୍ମ ‘ନିସର୍ଗ’ ମହାରାଷ୍ଟ୍ର ଉପକୂଳରେ ସ୍ଥଳଭାଗ ଛୁଇଁଛି । ଏବେ ଏହି ବାତ୍ୟା ଆଗାମୀ କିଛି ଘଣ୍ଟା ମଧ୍ୟରେ ମୁମ୍ବାଇ ଉପକୂଳ ପହଞ୍ଚିବା ସହିତ ସୁରଟରେ ଏହାର ପ୍ରଭାବ ଅନୁଭୁତ ହେବ । Maharashtra: Trees uprooted in Palghar as landfall effect…

ସାମୁଦ୍ରିକ ଝଡ଼ ‘ନିସର୍ଗ’: ମୁକାବିଲା ନିମନ୍ତେ ଏନସିଏମସିର ବୈଠକ

ନୂଆଦିଲ୍ଲୀ: କ୍ୟାବିନେଟ ସଚିବ ରାଜୀବ ଗୌବା ସାମୁଦ୍ରିକ ଝଡ଼ ‘ନିସର୍ଗ’ ମୁକାବିଲା ନିମନ୍ତେ ରାଜ୍ୟ ଓ କେନ୍ଦ୍ରୀୟ ମନ୍ତ୍ରଣାଳୟ/ଏଜେନ୍ସିଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କରିବା ଲାଗି ଜାତୀୟ ବିପର୍ଯ୍ୟୟ ପ୍ରଶମନ ସମିତି (ଏନସିଏମସି)ର ଦ୍ୱିତୀୟ ବୈଠକରେ ଅଧ୍ୟକ୍ଷତା କରିଥିଲେ । ଭାରତୀୟ ପାଣିପାଗ…

ପ୍ରତ୍ୟାବର୍ତ୍ତନର ପ୍ରଚ୍ଛଦପଟରେ ପ୍ରବଞ୍ଚିତ ପ୍ରବାସୀ ପ୍ରବାହ

ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ: ଶବ୍ଦ ତୂଣୀର… ମୃତ୍ୟୁର ଭୟ ପାଖରେ ଆଉ ସବୁ ତୁଚ୍ଛ । କରୋନା ମହାମାରୀରେ ପାରିବାରିକ ଜୀବନ ସଂପୂର୍ଣ୍ଣ ବିଛିନ୍ନ ଓ ବିପନ୍ନ । ଏବେ ଜାତି, ଧର୍ମ, ବର୍ଣ୍ଣ ସବୁ ମିଛ । ଏମିତି ସମୟ ଆସିଛି - ପୁଅକୁ ମା’ ଘରେ ପୁରାଇ ଦେଉନି । ଭାଇକି ଭାଇ ମଧ୍ୟ ହତାଦାର…

ସାବଧାନ ! ଏଟିଏମ୍‌ରୁ ୩ଜଣଙ୍କୁ କରୋନା ସଂକ୍ରମଣ, କ୍ୱାରେଣ୍ଟାଇନ୍‌ରେ ୨୮

ଗୁଜରାଟ: ବଡୋଦରାରେ ୩ଜଣ ଯବାନ କରୋନାରେ ସଂକ୍ରମିତ ହୋଇଛନ୍ତି । ସେମାନଙ୍କ କୋଭିଡ-୧୯ଟେଷ୍ଟ ପଜିଟିଭ ବାହାରିଛି । ମିଳିଥିବା ସୂଚନାରୁ ଜଣାପଡିଛି ତଦନ୍ତରୁ ଜଣାପଡିଛି ତିନିଜଣ ଯବାନ ଗୋଟିଏ ଦିନରେ ଗୋଟିଏ ଏଟିଏମ୍‌ରୁ ଟଙ୍କା ଉଠାଣ କରିଥିଲେ । ଯବାନଙ୍କର କୌଣସି ଯାତ୍ରା ଇତିହାସ ନଥିଲାବେଳେ…