Latest Odisha News

BREAKING NEWS

Browsing Tag

Gujurat

ଆଜି ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଭୁପେନ୍ଦ୍ର ପଟେଲ

ନୂଆଦିଲ୍ଲୀ: ସୋମବାର ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ଭୁପେନ୍ଦ୍ର ପଟେଲ ୧୭ ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଭୁପେନ୍ଦ୍ର ଆଜି ଅପରାହ୍ନ ୨.୨୦ ରେ ଶପଥ ଗ୍ରହଣ କରିବେ ବୋଲି ଜଣାପଡ଼ିଛି। ଗୃହମନ୍ତ୍ରୀ ଅମିତ ଶାହା ଏହି ଶପଥ ସମାରୋହରେ ଅଂଶଗ୍ରହଣ କରିବା ନେଇ ସୂଚନା ମିଳିଛି।…

ଭୁପେନ୍ଦ୍ର ପଟେଲ ହେବେ ଗୁଜରାଟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଶନିବାର ଦିନ ବିଜେପିର ବିଜୟ ରୂପାନୀ ହଠାତ୍ ଗୁଜୁରାଟର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ନେବା ପରେ କିଏ ତାଙ୍କ ସ୍ଥାନ ନେବେ ତାହା ବଡ ପ୍ରଶ୍ନ ଥିଲା। ଶନିବାର ବିଜୟ ରୂପାନୀଙ୍କ ଇସ୍ତଫା ପରେ ବିଜେପି ଗୁଜରାଟର ନୂତନ ମୁଖ୍ୟମନ୍ତ୍ରୀ ଘୋଷଣା କରିଛି। ଭୁପେନ୍ଦ୍ର ପଟେଲ ଗୁଜୁରାଟର ନୂତନ…

ସୁରଟରେ ବଢିଲା କରୋନା, ୨୦ ଛାତ୍ରଛାତ୍ରୀ ପଜିଟିଭ୍,  କଲେଜ ସହ ୨ ସ୍କୁଲ ବନ୍ଦ

ସୁରଟ: ଗୁଜୁରାଟର ସୁରଟରେ ସ୍କୁଲ-କଲେଜ ଖୋଲିବା ପରେ ବଢିଗଲା କରୋନା । ଗୋଟିଏ କଲେଜ ଓ  ଦୁଇଟି ବିଦ୍ୟାଳୟରେ ୨୦ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଗୁଜୁରାଟରେ ଗତ ଫେବ୍ରୁଆରୀ ମାସରୁ ସ୍କୁଲ ଖୋଲିଲାଣି । ତାପରଠୁ ଏବେ ସୁଦ୍ଧା ରାଜ୍ୟରେ ୧୧୮ ଛାତ୍ରଛାତ୍ରୀ ଓ ଶିକ୍ଷକ…

ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ଦେହାନ୍ତ

ଅହମ୍ମଦାବାଦ: ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କର ଗୁରୁବାର ଦିନ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ତାଙ୍କ ଦେହାନ୍ତରେ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ସମେତ ବହୁ ରାଜନେତା ଶୋକ ପ୍ରକାଶ କରିଛନ୍ତି । କେଶୁଭାଇ ପଟେଲଙ୍କ…

ଅହମ୍ମଦାବାଦର କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ, ୮ ରୋଗୀ ମୃତ

ଅହମ୍ମଦାବାଦ: ଗୁଜରାଟର ଅହମ୍ମଦାବାଦର ଏକ କୋଭିଡ୍ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ । ଏଥିରେ ୮ଜଣ ରୋଗୀଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ଭିତରେ ଅଛନ୍ତି ୫ ଜଣ ପୁରୁଷ ଓ ତିନି ଜଣ ମହିଳା । ଗତକାଲି ବିଳମ୍ବିତ ରାତି ପାଖାପାଖି ସାଢ଼େ ୩ଟାରେ ନବରଙ୍ଗପୁରା ଅନ୍ତର୍ଗତ ଶ୍ରେୟ ହସ୍ପିଟାଲରେ ନିଆଁ…

ଗୁଜରାଟର ରାସାୟନିକ କାରଖାନାରେ ବିସ୍ଫୋରଣ, ୫ ମୃତ, ୩୨ ଆହତ

ସୁରଟ: ଗୁଜରାଟର ଭରୁଚ ଜିଲ୍ଲାରେ ଥିବା ଦହେଜ ଇଷ୍ଟ୍ରିଆଲ ଅଂଚଳର ଏକ ରାସାୟନିକ କାରଖାନାରେ ବଡ ବିସ୍ଫୋରଣ ହୋଇଛି । ଏଥିରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୨ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ସଂକଟାପନ୍ନ ରହିଛି । ସେମାନଙ୍କ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।…

ଗୁଜୁରାଟରେ ଭାଙ୍ଗିଲା ବ୍ରିଜ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଗୁଜୁରାଟ: ଗୁଜୁରାଟର ଜୁନାଗଡ ଠାରେ ଅବସ୍ଥିତ ଏକ ପୋଲ୍ ରବିବାର ଦିନ କୌଣସିକାରଣ ବଶତଃ ଭାଙ୍ଗିଯାଇଥିଲା । ଯାହାକୁ ନେଇ ଦେଖଣାହାରୀଙ୍କ ମଧ୍ୟରେ ଅଚାନକ କିଛି ସମୟ ଲାଗି ଆତଙ୍କ ଖେଳିଯାଇଥିଲା । ଏନେଇ ଏକ ଜାତୀୟ ଗଣମାଧ୍ୟମ ରିପୋର୍ଟରୁ ଜଣାପଡିଛି ।…