Latest Odisha News

BREAKING NEWS

Browsing Tag

Gulf Odia

ଗଲ୍ଫ ଓଡ଼ିଆ ଆସୋସିଏସନର ପଞ୍ଚମ ବାର୍ଷିକ ଉତ୍ସବ ପାଳନ

ଭୁବନେଶ୍ୱର: ଗଲ୍ଫ ଓଡ଼ିଆ ଆସୋସିଏସନ(ଗଓଆ) ର ପଞ୍ଚମ ବାର୍ଷିକ ଉତ୍ସବ ଭୁବନେଶ୍ୱରଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ଗଓଆ ତରଫରୁ ଭୁବନେଶ୍ୱରଠାରେ ଏକ ବିଶାଳ ମହୋତ୍ସବର କରାଯାଇଥିଲା। ଏହି ସମାବେଶରେ ମଧ୍ୟପ୍ରାଚ୍ୟସ୍ଥିତ ସାଉଦି ଆରବ, କାତାର, ଓମାନ, କୁଏତ, ବାହାରିନ, ୟୁଏଇ…