Latest Odisha News

BREAKING NEWS

Browsing Tag

H & FW Dept Odisha

ଏକାଥରକେ ସୁସ୍ଥ ହେଲେ ୧୪୯ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି କରୋନା ଜନିତ ସୁସ୍ଥ ହାର । ସଂକ୍ରମିତଙ୍କ ତୁଳନାରେ ବଢ଼ୁଛି ସୁସ୍ଥ ସଂଖ୍ୟା । ଆଜି ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୧୪୯ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୨୮୨ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହା ସମସ୍ତଙ୍କ ଚିନ୍ତା ବଢ଼ାଇ ଦେଇଛି । ଏହାରି ଭିତରେ ଆସିଛି ଏକ ଆଶ୍ୱସ୍ତିକର ଖବର । ରାଜ୍ୟରେ ଆଉ ୩୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା…

ପ୍ରବାସୀଙ୍କୁ ଚେତାବନୀ, ରାସ୍ତାରେ ନ ଓହ୍ଲାଇ କ୍ୱାରେଂଟିନ୍‌ରେ ରୁହ

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର । ବାହାରୁ ଆସୁଥିବା ଘର ବାହୁଡା ପ୍ରବାସୀ ରାସ୍ତାରେ ଓହ୍ଲାଇପାରିବେ ନାହିଁ ବୋଲି ସରକାର ଆଜି ନିର୍ଦ୍ଦେଶ ଦେଇଛନ୍ତି । ନିୟମ ନ ମାନିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଳି ଆଜି ସାମ୍ବାଦିକ ସମ୍ମିଳନୀ ସୂଚନା ଦେଇଛନ୍ତି…