Latest Odisha News

BREAKING NEWS

Browsing Tag

Hailstorm

ଆଉ ୫ ଦିନ କାଳବୈଶାଖୀ, ୨୪ ଘଣ୍ଟା ପାଇଁ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଉତ୍ତରପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟରେ ଆଉ ୫ ଦିନ ଘଡ଼ଘଡ଼ି ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଆଗାମୀ…

ଚାଷ ଉଜାଡ଼ିଲା କୁଆପଥର, ତରଭୁଜ କ୍ଷେତରେ ଟ୍ରାକ୍ଟର ବୁଲାଇଲେ ଚାଷୀ

ବରଗଡ଼: ଲଗାତାର କାଳବୈଶାଖୀ ବର୍ଷା ଓ କୁଆପଥର ବର୍ଷା ପରେ ଉଜୁଡ଼ି ଯାଇଛି ଚାଷ । ଗୋଟିଏ ପଟେ ଚାଷ ଉଜୁ଼ଡ଼ି ଯାଇଥିବା ବେଳେ ଅଭାବୀ ବିକ୍ରି ଚାଷୀର ମରୁଦେଣ୍ଡ ଭାଙ୍ଗି ଦେଇଛି । ଚାଷରେ ଖର୍ଚ୍ଚ ହୋଇଥିବା ଟଙ୍କା ଠାରୁ ବିକ୍ରି ମୂଲ୍ୟ କମ୍ ହେବାରୁ ବରଗଡ଼ର ଚାଷୀ ତରଭୁଜ କ୍ଷେତରେ ଟ୍ରାକ୍ଟର…

ଆଉ ୪ ଦିନ କାଳବୈଶାଖୀ ବର୍ଷା, ୩୧ରେ ସାରା ରାଜ୍ୟକୁ ୱାର୍ଣ୍ଣିଂ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆଉ ୪ ଦିନ କାଳବୈଶାଖୀ ବର୍ଷା ଲାଗି ରହିବ । ଏପ୍ରିଲ୍ ୨ ବେଳକୁ ଭାରତର ଉତ୍ତର-ପଶ୍ଚିମ ଭାଗକୁ ଏକ ନୂଆ ପଶ୍ଚିମା-ଝଡ଼ ପ୍ରଭାବିତ କରିବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ କୁଆପଥର, ଘଡ଼ଘଡ଼ ସହ ବର୍ଷା ନେଇ ୟେଲୋ ଆର୍ଲଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ ପାଣିପାଗ ବିଭାଗ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି । ଆଗାମୀ ୩…

୨ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ କାଳବୈଶାଖୀ ବର୍ଷା, ଭୁବନେଶ୍ୱରରେ ଛେଚୁଛି କୁଆପଥର

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆସନ୍ତା ୨ ଘଣ୍ଟା ମଧ୍ୟରେ ୧୧ ଜିଲ୍ଲାରେ ଘଡ଼ଘଡ଼ ସହ କୁଆପଥର ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆସନ୍ତା ୨ ଘଣ୍ଟାରେ…

୨୦ ସକାଳ ଯାଏ ଘଡ଼ଘଡ଼ି ବର୍ଷା, ୧୮ରେ ଛେଚିବ କୁଆପଥର

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ଼ର ପ୍ରଭାବ ଲାଗି ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ୧୭ ସକାଳ ୮ଟା ୩୦ ଯାଏ ଘଡ଼ଘଡ଼ି ଓ ବର୍ଷା ନେଇ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ବରଗଡ଼, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ବର୍ଷା…

୧୧ ଯାଏ କାଳବୈଶାଖୀ, ଜିଲ୍ଲାପାଳଙ୍କୁ ସତର୍କ କଲେ ଏସଆରସି

ଭୁବନେଶ୍ୱର: ରାଜ୍ୟରେ ଖରାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା କାଳବୈଶାଖୀ ପିଛା ଛାଡ଼ୁନି । ଆସନ୍ତା ୧୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ଏନେଇ ଏସଆରସି ଉକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ କହିଛନ୍ତି । କାଳବୈଶାଖୀ ନେଇ ୮ ତାରିଖ…

ରାଜ୍ୟର ବିଭିନ୍ନ ସ୍ଥାନରେ ଝଡତୋଫାନ୍‌, ବଜ୍ରପାତ ନେଲା ୬ ଜୀବନ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରାପାତ ଯୋଗୁଁ ଆଜି ୬ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥି ସହ ଜଣେ ଗୁରୁତର ଅଛନ୍ତି । ମୟୂରଭଂଜ ଖୁଣ୍ଟା ଥାନା ବଡକତରା ଗାଁରେ ବଜ୍ରାଘାତରେ ତିନି ଯୁବକଙ୍କ ମୃତ୍ୟୁ ହୋଇଛି । ଏହି ତିନି ଯୁବକ ଗାଁ ପୋଖରୀରୁ ମାଛ ଧରୁଥିବା ବେଳେ ଏହି…