ଅତ୍ୟଧିକ ମାତ୍ରାରେ କେଶ ଝଡ଼ୁଥିଲେ ଖାଆନ୍ତୁ….
ବର୍ତ୍ତମାନ କେଶ ଝଡିବା ସଭିଁଙ୍କ ପାଇଁ ଚିନ୍ତାର କାରଣ। କେଶକୁ ସଠିକ ପୋଷଣ ପ୍ରଦାନ କରିବା ପାଇଁ କିଛି ସ୍ୱତନ୍ତ୍ର ଖାଦ୍ୟ ଖାଇବା ନିତାନ୍ତ ଜରୁରୀ। ତେବେ ଏଭଳି କିଛି ଖାଦ୍ୟ ରହିଛି, ଯାହାକୁ କେଶର ସୁପରଫୁଡ ବୋଲି କୁହାଯାଏ।ଯାହାକୁ ଖାଇବା ଦ୍ୱାରା କେଶ ପାଇଁ ବେଶ୍ ଲାଭଦାୟକ ହୋଇଥାଏ ।…