ବର୍ଷା ଦିନେ କିପରି ନେବେ କେଶର ଯତ୍ନ…
ଭୁବନେଶ୍ୱର: ବର୍ଷା ଦିନେ କେଶର ବିଶେଷ ଭାବେ ଯତ୍ନ ନେବା ଆବଶ୍ୟକ । ଅନ୍ୟ ଋତୁ ତୁଳନାରେ ଏଇ ଦିନେ କେଶ ସମସ୍ୟା ବୃଦ୍ଧି ପାଏ। ଅନ୍ୟ ସମସ୍ୟା ସହ କେଶ ଝଡ଼ା, ରୁପି ଏହିଦିନରେ ଅଧିକ ଦେଖାଦେଇଥାଏ । କିପରି ଘରୋଇ ଉପାୟରେ ନେବେ କେଶର ଯତ୍ନ..
ବର୍ଷାଦିନେ ଆପଣ ଖାଦ୍ୟ ତାଲିକା ପ୍ରସ୍ତୁତ କରି…